Posted inଜାତୀୟ

ପୂର୍ବତନ ପିଡ଼ିପି ନେତା ଘୋଷଣା କଲେ ନୂଆ ରାଜନୈତିକ ଦଳ

ଶ୍ରୀନଗର,୮।୩: ଜମ୍ମୁ-କଶ୍ମୀରର ପୂର୍ବତନ ପିଡ଼ିପି ନେତା ତଥା ପୂର୍ବ ମନ୍ତ୍ରୀ ଅଲତାଫ୍‌ ବୁଖାରୀ ତାଙ୍କର ନୂଆ ରାଜନୈତିକ ଦଳ ସମ୍ପର୍କରେ ଘୋଷଣା କରିଛନ୍ତି। ସେ ତାଙ୍କ ଦଳର ନାମ ‘ଜମ୍ମୁ-କଶ୍ମୀର ଆପନି ପାର୍ଟି’(ଜେକେଏପି) ରଖିଛନ୍ତି। ଏହି ନୂଆ ରାଜନୈତିକ ଦଳରେ କଂଗ୍ରେସ, ପିଡ଼ିପି ଏବଂ ନ୍ୟାସନାଲ କନଫରେନ୍ସ୍‌ର ୩୧ ଜଣ ସଦସ୍ୟ ସାମିଲ୍‌ ହେବେ ବୋଲି କୁହାଯାଉଛି। କଶ୍ମୀର ପଣ୍ଡିତଙ୍କ ଘରବାହୁଡ଼ା, ଯୁବବର୍ଗ ଏବଂ ମହିଳା ସଶକ୍ତି କରଣ ଦଳର ମୁଖ୍ୟ ଲକ୍ଷ୍ୟ ବୋଲି ବୁଖାରୀ କହିଛନ୍ତି। ଗତବର୍ଷ ଅଗଷ୍ଟ ୫ଠାରୁ ଜମ୍ମୁ-କଶ୍ମୀରରେ ବହୁ ପରିବର୍ତ୍ତନ ଘଟିଛି। ଆମେ ନୂଆ ଦଳ ଗଠନ କରି ରାଜ୍ୟର ବିକାଶ ପାଇଁ କାର୍ଯ୍ୟ ଜାରି ରଖିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ଆଶଙ୍କା !…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ଯୋଗୁ କେତେ ଜଣଙ୍କ ମୃତ୍ୟୁ ଘଟିଛି ସେ ନେଇ ଏକ ନୂଆ ରିପୋର୍ଟ ପ୍ରକାଶିତ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି...

ନୀତୀଶ-ତେଜସ୍ବୀ ମୁହାଁମୁହିଁ

ପାଟନା, ୨୮।୧୧: ନିର୍ବାଚନ ପ୍ରଚାର ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବଙ୍କୁ କଡ଼ା ସମାଲୋଚନା କରିଥିଲେ।...

ପେଗାସସ୍‌ ପାଇଁ ଶାନ୍ତିରେ ଶୋଇପାରୁଛନ୍ତି ଲୋକେ

ଜେରୁଜେଲମ, ୨୫ା୭: ଇସ୍ରାଏଲରେ ପ୍ରସ୍ତୁତ୍‌ ସ୍ପାଏଓ୍ବେର ପେଗାସସ୍‌କୁ ନେଇ ବିବାଦ ଥମୁ ନ ଥିବାବେଳେ ଏହାର ନିର୍ମାତା ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ନିଜ...

ମାଲିକ ଜୀବନ ବଞ୍ଚାଇବା ପାଇଁ ବାଘ ସହିତ ଲଢ଼ିଲେ ୨ ପୋଷା କୁକୁର

ଭୋପାଳ,୪।୬: ପୋଷା କୁକୁର ମାଲିକ ଜୀବନ ବଞ୍ଚାଇବା ନୂଆ ନୁହେଁ। ଏବେ ମଧ୍ୟପ୍ରଦେଶ ସିବାନି ଜିଲାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାତୀୟ ଅଭୟାରଣ୍ୟ...

ମଙ୍ଗଳବାରଠୁ ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍‌ ଚଳାଚଳ

ନୂଆଦିଲ୍ଲୀ,୧୧।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ...

ନୂଆ ଶିକ୍ଷାନୀତି: ୫+୩+୩+୪

ନୂଆଦିଲ୍ଲୀ,୩୦।୭:ଏନ୍‌ଇପିରେ ରହିଥିବା ପ୍ରସ୍ତାବ ଅନୁଯାୟୀ ୧୦+୨ଶିକ୍ଷା ପାଟର୍ନ (ଢାଞ୍ଚା)ରେ ପରିବର୍ତ୍ତନ କରାଯିବ। ଅର୍ଥାତ୍‌ ୧୨ ବର୍ଷର ସ୍କୁଲ୍‌ ଶିକ୍ଷା ଓ ୩ ବର୍ଷର ଅଙ୍ଗନଓ୍ବାଡି ବା...

କୌଣସି କାମ ଛୋଟ ନୁହେଁ: ଜନନୀ

ହାଇଦ୍ରାବାଦ,୧୯।୧୦: ତେଲେଙ୍ଗାନା ହାଇଦ୍ରାବାଦର ୨୦ ବର୍ଷିୟା ଯୁବତୀ ଜନନୀ ରାଓ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କାରଣ ସାମାଜିକ କଟକଣାକୁ ଭାଙ୍ଗି ସେ...

ଡିଆର୍‌ଆଇକୁ ଫେରିଲେ ଓ୍ବାଙ୍ଖଡେ

ମୁମ୍ବାଇ, ୪ା୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ମୁମ୍ବାଇ ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍‌ଆଇ)କୁ ଫେରିଛନ୍ତି।...

Advertisement
Archives

Model This Week