Posted inଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପାଇଁ ହେବ ସଂଗ୍ରହାଳୟ

ନୂଆଦିଲ୍ଲୀ,୨୫ା୭(ପି.ଟି.): ସମସ୍ତ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଏକ ବିଶାଳ ସଂଗ୍ରହାଳୟ ନିର୍ମାଣ କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ଉପରେ ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶଙ୍କ ଦ୍ୱାରା ଲିଖିତ ପୁସ୍ତକକୁ ଉନ୍ମୋଚନ କରିବା ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଇଙ୍ଗିତ କରି ଗୋଟିଏ ଗୋଷ୍ଠୀର ରାଜନେତା ପୂର୍ବତନ ପ୍ରଧାନମନ୍ତ୍ରୀମାନଙ୍କ ସ୍ମୃତିକୁ ଲିଭାଇଦେବାକୁ ଉଦ୍ୟମ ଚଳାଇଥିବା କହିଥିଲେ। ମୋରାରଜୀ ଦେଶାଇ ଓ ଲାଲ୍‌ବାହାଦୁର ଶାସ୍ତ୍ରୀଙ୍କ ସମ୍ପର୍କରେ ଆଜିର ପିଢ଼ି କ୍ୱଚିତ ଜାଣନ୍ତି। ଉଦ୍ଦେଶ୍ୟମୂଳକ ଭାବେ ଜନସାଧାରଣଙ୍କ ମନରୁ ସେମାନଙ୍କ ସ୍ମୃତି ଲିଭାଇଦେବାକୁ ଉଦ୍ୟମ ହୋଇଆସିଛି। ତେବେ ବର୍ତ୍ତମାନର ସରକାର ସମସ୍ତ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ମୃତିକୁ ପ୍ରଦର୍ଶିତ କରିବା ପାଇଁ ଚାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୧ ବର୍ଷରେ ଭାରତୀୟ ସମ୍ବିଧାନ:୨ ବର୍ଷ ୧୧ ମାସ ୧୮ ଦିନରେ ହୋଇଥିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୧ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ...

କଙ୍ଗନାଙ୍କୁ ଧନ୍ୟବାଦ ଦେଲେ ଆଶା ଦେବୀ

ନୂଆଦିଲ୍ଲୀ,୨୩।୧: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ନିର୍ଭୟାଙ୍କ ମା’ ଆଶା ଦେବୀ ଧନ୍ୟବାଦ ଜଣାଇଛନ୍ତି। ଆହୁରି ମଧ୍ୟ ସେ କଙ୍ଗନାଙ୍କୁ ସମର୍ଥନ କରନ୍ତି ବୋଲି କହିଛନ୍ତି।...

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ...

ମୋଦିଙ୍କ ବିମାନ ପାକିସ୍ତାନ ଆକାଶରେ ଉଡିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବତନ୍ତ୍ର ବିମାନ କିରଗିଜସ୍ତାନ ଯାତ୍ରା କରିବା ସମୟରେ ପାକିସ୍ତାନ ଆକାଶ ପତକୁ ବ୍ୟବହାର କରିପାରିବ ବୋଲି ସୂଚନା ମିଳିଛି। ଏ...

ଦଶମ, ଦ୍ୱାଦଶ ଟପ୍ପରଙ୍କୁ ପୁରସ୍କାର ଲାଗି ୨ଟି କାର୍‌ କିଣିଲେ ଶିକ୍ଷା ମନ୍ତ୍ରୀ

ରାଞ୍ଚି, ୨୧।୯: ଝାଡ଼ଖଣ୍ଡର ଶିକ୍ଷା ମନ୍ତ୍ରୀ ଜଗରନାଥ ମୋହତ ନିଜ ପ୍ରତିଜ୍ଞା ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟରେ ଚଳିତ ବର୍ଷ ୧୦ମ ଓ ଦ୍ୱାଦଶ ଶ୍ରେଣୀ...

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ...

ପୋଙ୍ଗୋଙ୍ଗରେ ଡ୍ରାଗନର ନଜର: ବ୍ୟବହାର କରୁଛି ହାଇସ୍ପିଡ୍‌ ପାଟ୍ରୋଲିଂ କ୍ରାଫ୍ଟ୍‌

ଲେହ, ୧୩।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଭାରତୀୟ ସେନାର କଡ଼ା ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଚାଇନା ଏବେ...

ଅଫିସରେ ପ୍ଲାଷ୍ଟିକ୍‌ ବ୍ୟବହାର ହେଉଥିବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ୫ ହଜାର ଟଙ୍କା ଜରିମାନା

ପୁଣେ,୧୦।୧୦:ମହାରାଷ୍ଟ୍ରର ବିଡ୍‌ ଜିଲାପାଳ ଆସ୍ତିକ ପାଣ୍ଡେ ଏକ ନିଆରା କାର୍ଯ୍ୟ ପାଇଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିଜ ଅଫିସରେ ପ୍ଲାଷ୍ଟିକ ବ୍ୟବହାର ହେବାରୁ ଏଥିପାଇଁ ନିଜକୁ...

Play 250+ Trending Games
Archives

Model This Week

Why Dharitri