ପୂର୍ବତନ ପ୍ରଶାସକଙ୍କ ଦେହାନ୍ତ

ଧାମନଗର,୩୦ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ବଙ୍କିମ ଚନ୍ଦ୍ର ରାଉତଙ୍କର ୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଗୁରୁବାର ଦେହାନ୍ତ ହୋଇଯାଇଛି । ସେ ପୂର୍ବରୁ ତହସିଲଦାର ଏବଂ ବିଡିଓ ଭାବେ କାର୍ଯ୍ୟ କରିଥିଲେ। ସ୍ବର୍ଗତ ରାଉତ ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ଜେଷ୍ଠ ଭ୍ରାତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ...

ସ୍ବାମୀଙ୍କୁ ମାଡ଼, ସ୍ତ୍ରୀଙ୍କୁ ଗଣବଳାତ୍କାର

ବାଲେଶ୍ୱର ଅଫିସ, ୨୨।୯: ବାଲେଶ୍ୱର ସହରର ସହଦେବଖୁଣ୍ଟା ମଡେଲ ଥାନା ଅଞ୍ଚଳରେ ୧୮ ତାରିଖ ବିଳମ୍ବିତ ରାତିରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ୬ଜଣ ବ୍ୟକ୍ତି...

‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା

ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ...

ଚାକିରି ପ୍ରଲୋଭନ ଦେଖାଇ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର

ସଜନାଗଡ଼, ୧୨।୧୧(ଡି.ଏନ.ଏ.)-ଚାକିରି ପ୍ରଲୋଭନ ଦେଖାଇ ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବାଙ୍କୁ ଗଣବଳାତ୍କାର କରାଯାଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏନେଇ...

ଡ୍ରୋନରେ ଫଟୋ ଉଠାଉଥିବା ମହାରାଷ୍ଟ୍ର ଟିମ୍‌ ଅଟକ

ଖଇରା, ୭ା୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକର ତୁଡିଗଡିଆ ଅଞ୍ଚଳରେ କିଛି ଦିନ ଧରି କେନାଲ କାର୍ଯ୍ୟ ନାମରେ ଡ୍ରୋନରେ ଫଟୋ ଉଠାଉଥିବା ମହାରାଷ୍ଟ୍ର ଅଞ୍ଚଳର...

୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା

ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର...

ଜଳେଶ୍ୱର ତହସିଲ: ଆଜିଠୁ ସୌରାତରୁ ବାଲି ପରିବହନ ବନ୍ଦ

ଜଳେଶ୍ୱର, ୨।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନ ସମସ୍ତ ସୌରାତରୁ ବାଲି ପରିବହନ ୩ତାରିଖଠାରୁ ବନ୍ଦ ରହିବ ବୋଲି ସୌରାତ ମାଲିକ ସଂଘ ତରଫରୁ ନିଷ୍ପତ୍ତି...

ଥରିଲା ବାଲେଶ୍ୱର

ବାଲେଶ୍ୱର ଅଫିସ, ୨୫।୧୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରର...

Advertisement
Archives

Model This Week