Posted inଖେଳ

ପୂର୍ବତନ ପ୍ରେମିକା ଏବଂ ସ୍ତ୍ରୀଙ୍କ ସହ ଗୋଟିଏ ଫ୍ରେମ୍‌ରେ ନଜର ଆସିଲେ ଯୁବରାଜ ସିଂ

କ୍ରିକେଟରୁ ଅବସର ନେବା ପରେ ଯୁବରାଜ ସିଂ ମାୟାନଗରୀ ମୁମ୍ବାଇରେ ଏକ ପାର୍ଟିର ଆୟୋଜନ କରିଥିଲେ। କ୍ରିକେଟ ଜଗତଠାରୁ ଆରମ୍ଭ କରି ବଲିଉଡ କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। ଯୁବରାଜଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ କିମ୍‌ ଶର୍ମା ମଧ୍ୟ ଏହି ପାର୍ଟିକୁ ଆସିଥିଲେ। ଯାହା ଉପରେ ସମସ୍ତଙ୍କ ନଜର ରହିଥିଲା। ଯୁବରାଜ ସ୍ତ୍ରୀ ହେଜେଲ ଏବଂ କିମ୍‌ଙ୍କ ସହ ଫଟୋ ଉଠାଇଥିଲେ। ଏହି ଫଟୋକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି କିମ୍‌। ଏହାସହ କ୍ରିକେଟରେ ସଫଳ ଯୋଗଦାନ ପାଇଁ ଯୁବରାଜଙ୍କୁ ଶୁଭେଚ୍ଛା ଜଣାଇଥିଲେ ସେ। ସୂଚନାଯୋଗ୍ୟ, କ୍ରିକେଟ କ୍ୟାରିୟର ଆରମ୍ଭ ହେବାପରେ ଯୁବରାଜ କିମ୍‌ଙ୍କ ପ୍ରେମରେ ପଡିଥିଲେ। ଉଭୟ ଲିଭ୍‌-ଇନ୍‌ ରିଲେଶନ୍‌ସିପ୍‌ରେ କିଛିଦିନ ରହିବା ପରେ ଅଲଗା ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୨ ବର୍ଷୀୟା ଛାତ୍ରୀ ଡିଜାଇନ କରିଥିବା ଜର୍ସି ପିନ୍ଧି ଟି୨୦ ବିଶ୍ୱକପ୍‌ ଖେଳୁଛି ସ୍କଟଲାଣ୍ଡ

ଅଲ ଆମେରାତ,୧୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଥିବା ସ୍କଟଲାଣ୍ଡ ଦଳର ଜର୍ସିକୁ ଡିଜାଇନ କରିଛନ୍ତି ୧୨ ବର୍ଷୀୟା ଛାତ୍ରୀ ରେବେକା ଡୋନି। ଏଥି ଲାଗି...

ନେମାରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ନାମରେ ଧମକାଇବା ମାମଲା

ସାଓ ପାଉଲୋ,୧୧।୯- ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ନେମାର ଜୁନିୟରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ନାମରେ ସାଓ ପାଉଲୋ ରାଜ୍ୟର ପୋଲିସ ନିକଟରେ ଧମକ...

ପଙ୍କଜ ୧୦ମ ସଭାପତି, ସଞ୍ଜୟ ୬ଷ୍ଠ ସମ୍ପାଦକ

କଟକ ଅଫିସ,୨୮ା୯- ଓସିଏର ୧୦ମ ସଭାପତି ହୋଇଛନ୍ତି ପଙ୍କଜ ଲୋଚନ । ୧୯୪୯ ଜୁଲାଇ ୧୪ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବ ପ୍ରଥମ...

ଚେନ୍ନାଇକୁ ୧୫୪ ରନ୍‌ର ଟାର୍ଗେଟ ଦେଲା ପଞ୍ଜାବ

ଦୁବାଇ,୧।୧୧:ଆଇପିଏଲ ୨୦୨୦ର ୫୩ତମ ମ୍ୟାଚରେ ଦୀପକ ହୁଡାଙ୍କ ଚମତ୍କାର ବ୍ୟାଟିଂ ବଳରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମୁଖରେ କିଙ୍ଗ୍ସ ଏକାଦଶ ପଞ୍ଜାବ ୧୫୪ ରନ ବିଜୟ...

‘ବିସିସିଆଇର ବିଜୟ ହେବ’

ନୂଆଦିଲ୍ଲୀ,୨୪।୫-କରୋନା ଭାଇରସ ସଂକ୍ରମଣ ଜନିତ ପ୍ରଭାବରୁ କ୍ରୀଡ଼ା ପ୍ରତିଯୋଗିତା ଗୁଡ଼ିକ ସ୍ଥଗିତ ରହିଛି କିମ୍ବା ବାତିଲ ହୋଇଛି। ନିର୍ଦ୍ଧାରିତ ସମୟରେ ହୋଇ ନ ପାରିବାରୁ ଆଇସିସି...

ଇଣ୍ଡିଆନ ସୁପର ଲିଗ୍‌: ଗୋଆକୁ ପ୍ଲେ ଅଫ୍‌ ଟିକେଟ, ହାଇଦ୍ରାବାଦ୍‌ ଆଉଟ୍‌

ମାର୍ଗାଓ,୧।୩: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଚଳିତ ସେସନରେ ଏଫ୍‌ସି ଗୋଆ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। ଅନ୍ୟପଟେ ହାଇଦ୍ରାବାଦ୍‌ ଏଫ୍‌ସିକୁ ଟୁର୍ନାମେଣ୍ଟରୁ ବିଦାୟ ନେବାକୁ...

ପାକିସ୍ତାନକୁ ୫ ଉଇକେଟରେ ହରାଇଲା ଶ୍ରୀଲଙ୍କା

ଦୁବାଇ,୯।୯: ଏସିଆ କପ୍‌ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ହୋଇଛି। ପଥୁମ ନିସଙ୍କାଙ୍କ...

ଆଶେସ ଟୁର୍‌ ଉପରେ ଆଣ୍ଡରସନଙ୍କ ନଜର

ସାଉଥାମ୍ପଟନ,୨୮।୯(ପି.ଟି.): ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟରେ ୬୦୦ ଉଇକେଟ ଅକ୍ତିଆର କରିଥିବା ଇଂଲଣ୍ଡର ଜେମ୍ସ ଆଣ୍ଡରସନ ଏବେ ଏକ ନୂଆ ଲକ୍ଷ୍ୟ ଧାର୍ଯ୍ୟ...

Advertisement
Archives

Model This Week