ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ

ପୋଲସରା,୬।୮(ଡି.ଏନ.ଏ.)-ପୋଲସରାର ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ ଆସିଛି। ଅବନ୍ତୀନଗରସ୍ଥିତ ପୈତୃକ ଜମିରେ ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ଚଞ୍ଚକତା କରି ଘର ନିର୍ମାଣ କରିଥିବା ସୋମବାର ପୋଲସରା ଥାନାରେ ଅଭିଯୋଗ କରିଛନ୍ତିି ଜାଗା ପଟ୍ଟାଦାର ବୃଦ୍ଧା ବାସନ୍ତୀ ସାହୁ। ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ପୂର୍ବତନ ବିଧାୟକ ପ୍ରଧାନଙ୍କୁ ଥାନାକୁ ଡକାଇଥିଲେ। ଅଭିଯୋଗକାରୀ ପରିବାର ଓ ପୂର୍ବତନ ବିଧାୟକ ନିଜର ଜମିଜମା ସମ୍ପର୍କିତ ସମସ୍ୟା ଥିବା କଥା କହିଥିଲେ। ଏହା ବହୁ ବର୍ଷର ସମସ୍ୟା ହୋଇଥିବାରୁ ତହସିଲଦାରଙ୍କ ଅନୁମୋଦନ ନେଇ ତୁରନ୍ତ ଡିମାର୍କେଶନ୍‌ କରିବା ପାଇଁ ବାସନ୍ତୀଙ୍କୁ ଥାନା ଅଧିକାରୀ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷରେ ଡିମାର୍କେସନ୍‌ ସମୟ ଧାର୍ଯ୍ୟ ମଧ୍ୟରେ କେହି ବିଶୃଙ୍ଖଳା ସୃଷ୍ଟି ନ କରିବାକୁ କୁହାଯାଇଥିଲା। ଏ ନେଇ ପୂର୍ବତନ ବିଧାୟକ ପ୍ରଧାନଙ୍କ ସହ ଯୋଗାଯୋଗ କରିବାରୁ ସେ ଉକ୍ତ ଜାଗାରେ ଦୀର୍ଘ ୨୦ ବର୍ଷ ହେଲା ଘର କରି ରହି ଆସୁଥିବା କହିଛନ୍ତି। ତାଙ୍କ ପାଖରେ ଜାଗାର କାଗଜ ପତ୍ର ଅଛି। ତାଙ୍କ ନାମରେ ମିଥ୍ୟା ଆରୋପ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri