Posted inଖେଳ

ପୂର୍ବତନ ବିଶ୍ୱ ଚେସ ଚାମ୍ପିୟନଙ୍କୁ ହରାଇଲେ ପ୍ରଜ୍ଞାନାନନ୍ଦ

ଗିବ୍ରାଲଟର,୨୭।୧- ଯୁବ ଭାରତୀୟ ଗ୍ରାଣ୍ଡ ମାଷ୍ଟର୍ସ ଆର. ପ୍ରଜ୍ଞାନାନନ୍ଦ ୧୮ତମ ଗିବ୍ରାଲଟର ଚେସ ଫେଷ୍ଟିଭାଲରେ ଏକ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ପ୍ରଜ୍ଞାନାନନ୍ଦ ପୂର୍ବତନ ବିଶ୍ୱ ଚାମ୍ପିୟନ ଭେସେଲିନ ଟୋପଲୋଭଙ୍କୁ ହରାଇ ଦେଇଛନ୍ତି। ୧୪ ବର୍ଷୀୟ ଚେସ ଖେଳାଳିଙ୍କ ଟୁର୍ନାମେଣ୍ଟରେ ଏହା କ୍ରମାଗତ ୫ମ ବିଜୟ। ବୁଲଗେରିଆନଙ୍କୁ ହରାଇବା ଲାଗି ପ୍ରଜ୍ଞାନାନନ୍ଦଙ୍କୁ ମାତ୍ର ୩୩ ମୁଭ ଲାଗିଥିଲା। ସେ ଚଳିତ ଇଭେଣ୍ଟର ପ୍ରଥମ ରାଉଣ୍ଡରେ ଅନ୍ୟ ଭାରତୀୟ ଜିଏମ୍‌ ପି. ଭି. ନନ୍ଧିଧାଙ୍କଠାରୁ ପରାସ୍ତ ହୋଇଥିଲେ। କିନ୍ତୁ ଏହାପରେ ସେ କ୍ରମାଗତ ବିଜୟ ଧାରା ଜାରି ରଖିଛନ୍ତି। ନିକଟରେ ୧୮ ବର୍ଷରୁ କମ୍‌ ବିଶ୍ୱ ଟାଇଟଲ ହାସଲ କରିଥିବା ପ୍ରଜ୍ଞାନାନନ୍ଦ ଏବେ ପଏଣ୍ଟ ତାଲିକାରେ ୫ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସପ୍ତମ ରାଉଣ୍ଡରେ ସେ ଚାଇନିଜ ଜିଏମ୍‌ ଓ୍ବାଙ୍ଗ ହୋଙ୍କୁ ଭେଟିବେ। ରୁଷିଆର ଜିଏମ୍‌ ଇସିପେଙ୍କୋ ସର୍ବାଧିକ ୫.୫ ପଏଣ୍ଟ ସହ ଶୀର୍ଷରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ହାର୍ଦ୍ଦିକଙ୍କ ଠାରୁ ଆଗରେ ଅଛନ୍ତି ଭେଙ୍କଟଶ’

ନୂଆଦିଲ୍ଲୀ,୨୨।୨: ନିକଟରେ ଶେଷ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଭେଙ୍କଟଶ ଆୟାରଙ୍କ ଅଲରାଉଣ୍ଡ ପ୍ରଦର୍ଶନରେ ପ୍ରଭାବିତ ହୋଇଛନ୍ତି ପୂର୍ବତନ ଭାରତୀୟ ଓପନର ଓ୍ବାସିମ ଜାଫର।...

ଟସ୍‌ ଜିତିଲା ଡିସି, ପ୍ରଥମେ ବୋଲିଂ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ଆସିଲା ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍‌ର କୋଭିଡ୍‌ ଟେଷ୍ଟ ରିପୋର୍ଟ

ନୂଆଦିଲ୍ଲୀ, ୩ା୬: ଭାରତ ଭ୍ରମଣରେ ଆସିଥିବା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ସମସ୍ତ ସଦସ୍ୟଙ୍କ କୋଭିଡ୍‌ ଟେଷ୍ଟ ନେଗେଟିଭ୍‌ ଆସିଛି। ଏହାପରେ ଦଳ ଅଭ୍ୟାସ ଆରମ୍ଭ...

ଆୟାରଲାଣ୍ଡ ଗସ୍ତରେ ଭାରତୀୟ ଦଳ

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇଟି ଟି -୨୦ ମ୍ୟାଚ ସିରିଜ ଜୁନ ୨୬ଠାରୁ ଖେଳାଯିବ। ଏଥିପାଇଁ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡ ଅଭିମୁଖେ...

ମୋ ପାଖରେ କହିବାକୁ ଶବ୍ଦ ନାହିଁ: ଦିଲ୍ଲୀ ଅଧିନାୟକ

ଦୁବାଇ,୧୪।୧୦: ଆଇପିଏଲ୍‌-୨୦୨୦ରେ ରନର୍ସଅପ୍‌ ହୋଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ଚଳିତ ସିଜନ ସାରା ଚମତ୍କାର ଖେଳି ଆସିଥିଲେ ହେଁ ବୁଧବାର କ୍ୱାଲିଫାୟର-୨ରେ କୋଲକାତା ନାଇଟ୍‌ ରାଇଡର୍ସଠାରୁ ଦଳ...

ବେଲଜିୟମ କୋଚ୍‌ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି

ବ୍ରସେଲ୍ସ,୪।୫(ଏଏଫ୍‌ପି): ବେଲ୍‌ଜିୟମ ଫୁଟବଲ କୋଚ୍‌ ରୋବେର୍ଟୋ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କାତାରରେ ଆୟୋଜନ ହେବାକୁ ଥିବା ଫିଫା ବିଶ୍ୱକପ୍‌ ପର୍ଯ୍ୟନ୍ତ ସେ କୋଚ୍‌ ପଦରେ...

୧୨ ବର୍ଷରୁ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଏହି ଖେଳାଳି, ଏବେ ଆଇପିଏଲରେ କଲେ ଧମାକା

ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ର ଦ୍ୱିତୀୟ ମ୍ୟାଚରେ କିଙ୍ଗସ ଏକାଦଶ ପଞ୍ଜାବ ପାଇଁ ଆଇପିଏଲରେ ଡେବ୍ୟୁ କରିଛନ୍ତି ରବି ବିଷ୍ଣୋଇ। କ୍ରିକେଟର ଭବିଷ୍ୟତ କୁହାଯାଉଥିବା...

Advertisement
Archives

Model This Week