Posted inଖେଳ

ପୂର୍ବତନ ଭାରତୀୟ ଓପନର୍‌ଙ୍କ ପରଲୋକ

ନୂଆଦିଲ୍ଲୀ, ୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ମାଧବ ଆପ୍ଟେଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଅନେକ ଦିନ ହେବ ସେ ଅସୁସ୍ଥ ହୋଇ ମୁମ୍ବାଇର ବ୍ରିଜ୍‌ କେଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅକ୍ଟୋବର ୫ ୧୯୩୨ରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୫୦ ଜଣେ ଓପନର୍‌ ଭାବେ ଭାରତୀୟ ଟେଷ୍ଟ ଦଳରେ ସାମିଲ ହୋଇଥିଲେ। ଭାରତ ପାଇଁ ସେ ୭ଟି ଟେଷ୍ଟ ଖେଳି ୪୯.୫ ହାରରେ ୫୪୨ ରନ କରିଥିଲେ। ଏହାସହ ପ୍ରଥମଶ୍ରେଣୀ କ୍ରିକେଟ ମଧ୍ୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଥାଇଲାଣ୍ଡ ଓପନ୍‌: ସାଇନା, ଶ୍ରୀକାନ୍ତଙ୍କ ଅଗ୍ରଗତି; କାଶ୍ୟପ ଓହରିଲେ

ବ୍ୟାଙ୍କକ୍‌,୧୪।୧(ପି.ଟି.): ଏଠାରେ ଆରମ୍ଭ ହୋଇଥିବା ଥାଇଲାଣ୍ଡ ଓପନ୍‌ ସୁପର ୧୦୦୦ ଟୁର୍ନାମେଣ୍ଟରେ ଭାରତର କିଡାମ୍ବୀ ଶ୍ରୀକାନ୍ତ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି...

ଟି-୨୦ ଟିମ୍‌ରେ ଅଶ୍ୱିନଙ୍କୁ କାହିଁକି ମିଳିଲା ସୁଯୋଗ; ଚୟନ ଟିମ୍‌ ମୁଖ୍ୟ କହିଲେ କାରଣ…

ନୂଆଦିଲ୍ଲୀ,୯।୯: ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ୟୁଏଇର...

ଡିଭିଲର୍ସଙ୍କୁ କୋହଲିଙ୍କ ସମର୍ଥନ

ନୂଆଦିଲ୍ଲୀ,୧୩।୭(ପି.ଟି.)- ଅବସର ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାକୁ ଉଦ୍ୟମ କରିବା ସମ୍ପର୍କରେ ଦକ୍ଷିଣ ଆଫ୍ରିକୀୟ ପୂର୍ବତନ କ୍ରିକେଟର ଏ.ବି. ଡିଭିଲର୍ସ ସ୍ପଷ୍ଟକରିବା ପରେ ଭାରତୀୟ ଅଧିନାୟକ...

ବିଫଳତାକୁ ଗ୍ରହଣ କରିବାର କଳା ଶିକ୍ଷା କରିଛି: ସାମସନ

ନୂଆଦିଲ୍ଲୀ,୬।୫(ପି.ଟି.): ଗତ ଦୁଇବର୍ଷ ମଧ୍ୟରେ ବିଫଳତା ବହୁତ କିଛି ଶିଖାଇଛି। ବିଫଳତାରୁ କିଛି ଶିକ୍ଷା କରିବାର କଳା ହାସଲ କରିଛି ବୋଲି କେରଳର ୨୫ ବର୍ଷୀୟ...

ପୂଜାରା, ରାହୁଲ, ଜାଡେଜା ଘୋଷଣା କରିବେ କେଉଁଠାରେ ଦେବେ ଡୋପ ଟେଷ୍ଟ

ନୂଆଦିଲ୍ଲୀ,୧୪।୯: ଭାରତୀୟ କ୍ରିକେଟରଙ୍କ ଲାଗି ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପକ୍ଷରୁ ପ୍ରଥମ ଥର ରେଜିଷ୍ଟର ଟେଷ୍ଟିଂ ପୁଲ (ଆରଟିପି) ପ୍ରସ୍ତୁତ କରାଯାଇଛି। ଏହି...

ଫେରିଲେ ଡି’କକ୍‌ , ବାଦ୍‌ ପଡ଼ିଲେ ଲିନ

ଚେନ୍ନାଇ, ୧୩ା୪- ଚେପକ ଷ୍ଟାଡିୟମର ପିଚ୍‌ ସ୍ପିନରଙ୍କୁ ସୁହାଇବ। ଏହାକୁ ଦୃଷ୍ଟିରେ ରଖି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି...

ଋତୁରାଜ ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର: ଧୋନୀ

ଦୁବାଇ,୩୧।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଯୁବ ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ ନିଜ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଭାବିତ କରିଛନ୍ତି। ଶ୍ରେଷ୍ଠ ପ୍ରତିଭାସମ୍ପନ୍ନ କ୍ରିକେଟରମାନଙ୍କ...

ଗୁପଟିଲ, ରୋହିତଙ୍କ କ୍ଲବରେ ଅଷ୍ଟ୍ରେଲିଆର ଅଧିନାୟକ

ଓ୍ବେଲିଂଟନ,୫।୩ : ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଦେଶର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୦୦ ଛକା ପୂରଣ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ...

Advertisement
Archives

Model This Week