Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ମିଳିବନି। ହାଇକୋର୍ଟ ରାଜସ୍ଥାନ ମନ୍ତ୍ରୀ ବେତନ ସଂଶୋଧନ ଅଧିନିୟମ ୨୦୧୭କୁ ଅବୈଧ ଘୋଷିତ କରିଛନ୍ତି। ଫଳରେ ରାଜ୍ୟର ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ମିଳୁଥିବା ସରକାରୀ ସୁବିଧା ସୁଯୋଗ ଏବେ ଆଉ ମିଳିବ ନାହିଁ। ସୂଚନାଯୋଗ୍ୟ, ଏହି ଅଧିନିୟମ ଅର୍ନ୍ତଗତ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ସରକାରୀ ବଙ୍ଗଳାରେ ରହିବାକୁ ମିଳିବା ସହିତ ମାଗଣା ଟେଲିଫୋନ୍‌ ଆଦି ବହୁ ସୁବିଧା ସୁଯୋଗ ମିଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ...

ନୀରବ ମୋଦିଙ୍କ ୪ ସୁଇସ୍‌ ବ୍ୟାଙ୍କ ଖାତା ଅଚଳ: ଥିଲା ୨୮୩ କୋଟି ଜମା

ନୂଆଦିଲ୍ଲୀ,୨୭।୬: ପଳାତକ ଘୋଷିତ ନୀରବ ମୋଦି ଏବଂ ତାଙ୍କ ଭଉଣୀ ପୂର୍ବୀ ମୋଦିଙ୍କର ୪ ସୁଇସ୍‌ ବ୍ୟାଙ୍କ ଖାତାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଅଚଳ କରି...

ଜନଜାତି ସାମଗ୍ରୀର ନୂଆ ଠିକଣା ‘ଆଦିଶା’

ମାଣ୍ଡିଆ ଚୂନାରୁ ଆରମ୍ଭ କରି ଶାଳଫୁଲ ଚାଉଳ ପର୍ଯ୍ୟନ୍ତ କଳା ତୁଳସୀ ପାଉଡରରୁ ପାଳୁଅ ଚୂନା ପର୍ଯ୍ୟନ୍ତ ଓଡ଼ିଶାର ଆଦିମ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ...

ଗିରଫ ହେଲେ ‘ବୁଲ୍ଲି ବାଈ’ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଗୁଆହାଟୀ, ୭ା୧: ଜଣାଶୁଣା ତଥା ସମାଜରେ ପରିଚିତ ମୁସଲମାନ ମହିଳାଙ୍କ ଫଟୋ ବୁଲ୍ଲି ବାଈ ଆପ୍‌ରେ ଛାଡ଼ି ନିଲାମ ପାଇଁ ବିଜ୍ଞାପନ ଦେବା ମାମଲାରେ ପୋଲିସ...

‘ବିମାନରେ ମୃତଦେହ ଅଧିକ ଯାଗା ନିଏ’

ବେଙ୍ଗାଲୁରୁ,୪।୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନରେ ପ୍ରାଣ ହରାଇଥିବା ନବୀନ ଶେଖରପ୍ପା ଜ୍ଞାନଗୌଡ଼ାଙ୍କ ମୃତଦେହକୁ କର୍ନାଟକରେ ଅପେକ୍ଷା କରିଛନ୍ତି ତାଙ୍କ ପରିବାର ଲୋକେ। ଏଭଳି ପରିସ୍ଥିତିରେ ଜଣେ...

ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲରେ ଆଡ୍‌ମିଶନ ସଂଖ୍ୟା କମ୍‌ ରହୁଛି

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀରେ କୋଭିଡ୍‌ର ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ଲାଗିଛି। ତେବେ ଡାକ୍ତରଖାନାର ଆଡ୍‌ମିଶନ କମ ରହିଥିବା ବେଳେ ୯୯% ଶଯ୍ୟା ଖାଲି ରହିଥିବା ଲୋକ...

ଦିଲ୍ଲୀ ପ୍ରଦୂଷଣ ରୋକିବାକୁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସବୁ ଠିକ୍‌ କରିଦେବେ: ଭାଜପା ମନ୍ତ୍ରୀ

ଲକ୍ଷ୍ନୌ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ହ୍ରାସ କରିବା ଲାଗି ଭାଜପାର ଜଣେ ମନ୍ତ୍ରୀ ଏକ ଅଜବ ଯୁକ୍ତି...

‘ମୁଁ ଜିତିଲେ ମୁସଲମାନମାନେ ତିଲକ ଲଗେଇବେ’

ଲକ୍ଷ୍ନୌ,୧୪।୨: “ମୁଁ ପୁଣି ଥରେ ନିର୍ବାଚିତ ହେଲେ ମୁସଲମାନମାନେ ତିଲକ ଲଗେଇବେ”। ଉତ୍ତରପ୍ରଦେଶ ନିର୍ବାଚନ ମଧ୍ୟରେ ଏଭଳି ବୟାନ ଦେଇଛନ୍ତି ଭାଜପାର ବିଧାୟକ ରାଘବେନ୍ଦ୍ର ସିଂ।...

Advertisement
Archives

Model This Week