Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ମିଳିବନି। ହାଇକୋର୍ଟ ରାଜସ୍ଥାନ ମନ୍ତ୍ରୀ ବେତନ ସଂଶୋଧନ ଅଧିନିୟମ ୨୦୧୭କୁ ଅବୈଧ ଘୋଷିତ କରିଛନ୍ତି। ଫଳରେ ରାଜ୍ୟର ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ମିଳୁଥିବା ସରକାରୀ ସୁବିଧା ସୁଯୋଗ ଏବେ ଆଉ ମିଳିବ ନାହିଁ। ସୂଚନାଯୋଗ୍ୟ, ଏହି ଅଧିନିୟମ ଅର୍ନ୍ତଗତ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ସରକାରୀ ବଙ୍ଗଳାରେ ରହିବାକୁ ମିଳିବା ସହିତ ମାଗଣା ଟେଲିଫୋନ୍‌ ଆଦି ବହୁ ସୁବିଧା ସୁଯୋଗ ମିଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ବୈଧତା

ନୂଆଦିଲ୍ଲୀ, ୨୭।୧୨ -ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌), ଆର୍‌ସି, ପର୍‌ମିଟ, ଫିଟ୍‌ନେସ୍‌ ସାର୍ଟିଫିକେଟ ଆଦି ଗାଡ଼ି କାଗଜପତ୍ରର ବୈଧତାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁମାନଙ୍କର...

ବୋରିସଙ୍କୁ ଯୋଦ୍ଧା ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୨୭।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରେ ପୀଡ଼ିତ ହେବା ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜଣେ ଯୋଦ୍ଧା ବୋଲି କହିଛନ୍ତି। ଟୁଇଟ୍‌...

ଜାମା ମସ୍‌ଜିଦ ମେଟ୍ରୋ ଷ୍ଟେଶନ ନାମ ହେବ ପରିବର୍ତ୍ତନ

ଲକ୍ଷ୍ନୌ,୨୭।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଗ୍ରା ଏବଂ ମଥୁରା ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଫତେହାବାଦରେ ଅବସ୍ଥିତ ତାଜ ଇଷ୍ଟ ଗେଟ ମେଟ୍ରୋ ଷ୍ଟେସନ (ଆଗ୍ରା...

ପ୍ରତିଭା ସିଂଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୧୪।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ଭାଗ ନେବାକୁ ମଣ୍ଡିର ଏମପି ପ୍ରତିଭା ସିଂ ଦିଲ୍ଲୀରେ ପହଞ୍ଚିଛନ୍ତି।...

ପୂର୍ବତନ ରାଷ୍ଟ୍ରପତିଙ୍କ ଅବସ୍ଥା ଏବେବି ସଙ୍କଟାପନ୍ନ

ନୂଆଦିଲ୍ଲୀ,୨୩।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁ ନ ଥିବା କହିଛି ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲ। ଏବେ ସେ କୋମାରେ...

ଉତ୍ତରାଖଣ୍ଡରେ ଜାରି ହେଲା ରେଡ୍‌ ଆଲର୍ଟ

ଡେରାଡୁନ୍‌, ୧୭।୧୦: ଉତ୍ତରାଖଣ୍ଡରେ ସୋମବାର ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରିଛି। ଏପରି କି ୧୭...

ଏହି ରାଜ୍ୟର ମହିଳାମାନେ କରୁଛନ୍ତି ‘କରୋନା ମାଇ’ ପୂଜା

ବାରାଣସୀ,୧୬।୫: କରୋନା ଭାଇରସ୍‌ ମହାମାରୀ ସାରା ଦେଶରେ ତାଣ୍ଡବ ରଚୁଛି। ସାରା ରାଜ୍ୟରେ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ...

୧୯ନିର୍ବାଚନ ପୂର୍ବରୁ ଆବିଆଇରୁ ୩ଲକ୍ଷ କୋଟି ଟଙ୍କା ଉଠାଇବାକୁ ଚାହୁଁଥିଲେ ସରକାର, ପୂର୍ବ ଡେପୁଟି ଗଭର୍ଣ୍ଣରଙ୍କ ବଡ ଦାବି

ନୂଆଦିଲ୍ଲୀ,୮।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଡେପୁଟି ଗଭର୍ଣ୍ଣର ବିରଲ ଆଚାର୍ଯ୍ୟ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି, ୨୦୧୮ ମସିହାରେ ସରକାର...

Advertisement
Archives

Model This Week