Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀ କୈଳାସ ଯୋଶୀଙ୍କ ପରଲୋକ

ଭୋପାଳ,୨୪।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୈଳାସ ଚନ୍ଦ୍ର ଯୋଶୀଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଛି। ସେ ମଧ୍ୟପ୍ରଦେଶର ୯ମ ମୁଖ୍ୟମନ୍ତ୍ରୀ ଭାବେ ଜୁନ୍‌ ୧୯୭୭ରୁ ଜାନୁୟାରୀ ୧୯୭୮ (୬ମାସ) ପାଇଁ କାର୍ଯ୍ୟଭାର ସମ୍ଭାଳିଥିଲେ। ଏହାସହ ୨୦୦୪ରୁ ୨୦୧୪ପର୍ଯ୍ୟନ୍ତ ସେ ଭୋପାଳ ନିର୍ବାଚନ ମଣ୍ଡଳୀରୁ ଲୋକ ସଭା ସଦସ୍ୟ ରହିଥିଲେ। ଜୁଲାଇ ୧୪,୧୯୨୯ରେ ସେ ଜନ୍ମ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବରମତୀରେ ଗାନ୍ଧୀଙ୍କ ଚରଖା ଦେଖିଲେ ଟ୍ରମ୍ପ୍‌-ମେଲାନିଆ

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଅହମଦାବାଦ୍‌ ବିମାନ ବନ୍ଦରରୁ ସିଧା ସଳଖ ପ୍ରାୟ ୭ କିମି ଦୂରରେ ଥିବା ସାବରମତୀ ଆଶ୍ରମରେ ପହଞ୍ଚିଛନ୍ତି। ସେଠାରେ...

ଯୌତୁକ ଯୋଗୁ ବିବାହ ଭାଙ୍ଗିବାରୁ ଘର ଛାଡ଼ି ବିବାହ କଲେ ଯୁବତୀଯୁବକ

କୁଶୀନଗର, ୩୦ା୧: ସମାଜ ପାଇଁ ଘାତକ ସାଜିଥିବା ଯୌତୁକ ଭଳି କୁପ୍ରଥାର ପ୍ରଚଳନକୁ ବନ୍ଦ କରିବା ପାଇଁ ବର୍ତ୍ତମାନ ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ...

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ...

ବାପପୁଅଙ୍କ ହାଜତ ମୃତ୍ୟୁର ସିବିଆଇ ତଦନ୍ତ ହେବ

ସଲେମ,୨୯ା୬(ପି.ଟି.): ତାମିଲନାଡୁର ଟୁଟିକୋରିନ ଜିଲାରେ ବାପପୁଅଙ୍କ ହାଜତ ମୃତ୍ୟୁ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ଏହି ମାମଲାକୁ ରାଜ୍ୟ ସରକାର ସିବିଆଇକୁ...

ମୋଦିଙ୍କ ଉପହାରର ନିଲାମି ଆରମ୍ଭ

ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଭିନ୍ନ ଦେଶରୁ ମିଳିଥିବା ଉପହାର ଗୁଡିକର ନିଲାମି ଶନିବାର ଆରମ୍ଭ ହୋଇଛି। ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ସ୍ଥିତ ନ୍ୟାଶନାଲ ଗ୍ୟାଲେରୀ ଅଫ୍‌...

ହୋଶଙ୍ଗାବାଦ୍‌ରେ ରହିଛି ଗୁରୁ ନାନକଙ୍କ ହାତଲେଖା ଗୁରୁ ଗ୍ରନ୍ଥ ସାହିବ

ହୋଶଙ୍ଗାବାଦ୍‌,୧୨।୧୧: ଗୁରୁ ନାନକଙ୍କ ୫୫୦ତମ ଜୟନ୍ତୀ ମଧ୍ୟପ୍ରଦେଶର ହୋଶଙ୍ଗାବାଦ୍‌ଠାରେ ଥିବା ଗୁରୁ ସିଂ ସଭା ଗୁରୁଦ୍ୱାରାରେ ମହା ସମାରୋହରେ ପାଳିତ ହେଉଛି। ନର୍ମଦା ନଦୀ କୂଳରେ...

ଅଧୀରଙ୍କ ଅଫିସ ଭଙ୍ଗାରୁଜା

ନୂଆଦିଲ୍ଲୀ,୪ା୩: ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ଦିଲ୍ଲୀ କାର୍ଯ୍ୟାଳୟରେ ମଙ୍ଗଳବାର ସନ୍ଧ୍ୟାରେ ୪ ଜଣ ଅଜଣା ବ୍ୟକ୍ତି ପ୍ରବେଶ କରି ଭଙ୍ଗାରୁଜା...

ଫ୍ରିରେ ମିଳିବ କେଜରିଓ୍ବାଲଙ୍କ ଭଲପାଇବା

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଏହି ଶପଥ...

Play 250+ Trending Games
Archives

Model This Week

Why Dharitri