Posted inଖେଳ

ପୂର୍ବତନ ସିପକ୍‌ଟାକ୍ର ଖେଳାଳିଙ୍କ ଅକାଳ ବିୟୋଗ

କଟକ ଅଫିସ,୨୮ା୧- ରାଜ୍ୟର ପୂର୍ବତନ ସିପକ୍‌ଟାକ୍ର ଖେଳାଳି ତଥା ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) କାର୍ଯ୍ୟାଳୟର କର୍ମଚାରୀ ମୁନା ବାରିକ(୩୨)ଙ୍କର ସୋମବାର ପୂର୍ବାହ୍ନରେ ପରଲୋକ ଘଟିଛି। ଗତ ୨୦ ତାରିଖରେ ମୁନା ଟ୍ରେନ ଦୁର୍ଘଟଣାର ସମ୍ମୁଖୀନ ହୋଇ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସାଧୀନ ଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା। ଝିଅର ଏକୋଇଶିଆ ପାଳନ କରିବାକୁ ବ୍ରହ୍ମପୁରସ୍ଥିତ ନିଜ ଘରକୁ ଫେରୁଥିବା ବେଳେ ମୁନା ଏହି ଦୁର୍ଘଟଣାର ଶିକାର ହୋଇଥିଲେ। ମୁନାଙ୍କ ମୃତ୍ୟୁରେ ରାଜ୍ୟ କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳି ଯାଇଛି। ନିଜର ମେଳାପି ବ୍ୟକ୍ତିତ୍ୱ ଓ କର୍ତ୍ତବ୍ୟନିଷ୍ଠା ଯୋଗୁ କେବଳ ଫାଓ କାର୍ଯ୍ୟାଳୟ ନୁହେଁ,ବାରବାଟୀ ଷ୍ଟାଡିୟମରେ ଥିବା ସମସ୍ତ କ୍ରୀଡ଼ା ସଂଘରେ ସେ ବେଶ ପରିଚିତ ଥିଲେ। ଫାଓ ଆନୁକୂଲ୍ୟରେ ଆୟୋଜିତ ବିଭିନ୍ନ ଟୁର୍ନାମେଣ୍ଟରେ ମୁନା ଗୁରୁ ଦାୟିତ୍ୱ ତୁଲାଉଥିଲେ। ସୋମବାର ମଧ୍ୟାହ୍ନରେ ମୁନାଙ୍କ ମରଶରୀରକୁ ଷ୍ଟାଡିୟମ ପରିସରକୁ ଅଣାଯାଇଥିଲା। ଅନେକ ଜାତୀୟ, ଅନ୍ତର୍ଜାତୀୟ ଖେଳାଳି ଶେଷଦର୍ଶନ କରିଥିଲେ। ଫାଓ ସମେତ ସମସ୍ତ କ୍ରୀଡ଼ା ସଂଘ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri