ପୂର୍ବରୁ ଏମିତି ଥିଲେ, ଏବେ ବଦଳିଗଲାଣି ଏହି ଅଭିନେତ୍ରୀଙ୍କ ଚେହେରା

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଥିବାବେଳେ ଫ୍ୟାନ୍‌ମାନଙ୍କ ପାଇଁ ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। ସୋସିଆଲ ମିଡିଆରେ ଏମିତି ଏକ ଫଟୋ ଶେୟାର କରିଛନ୍ତି, ଯାହା ବର୍ତ୍ତମାନର ନୁହେଁ। କିଛିଦିନ ତଳର। ଏଥିରେ ସେ ଖୁବ୍‌ ମୋଟି ଦେଖାଯାଉଛନ୍ତି। ସାରା ଆଜି ଅର୍ଥାତ ବୁଧବାର ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ପୁରୁଣା ଫଟୋ ଶେୟାର କରିଛନ୍ତି। ଫଟୋଟି ମାଆ ଅମୃତା ସିଂହଙ୍କ ସହିତ ଉଠାଇଛନ୍ତି। ଏଥିରେ ସାରା ଖୁବ୍‌ ମୋଟି ଦେଖାଯାଉଛନ୍ତି। କିନ୍ତୁ ବର୍ତ୍ତମାନ ସାରାଙ୍କ ଚେହେରା ବଦଳି ଯାଇଛି। ବଲିଉଡ୍‌ରେ ଏଣ୍ଟ୍ରି କରିବା ପୂର୍ବରୁ ସାରା ଓଜନ କମାଇ ଦେଇଥିଲେ। ଫଟୋ ଦେଖି ୟୁଜରମାନେ କମେଣ୍ଟ ପରେ କମେଣ୍ଟ କରିଚାଲିଛନ୍ତି। ଅନ୍ୟ ୟୁଜରମାନଙ୍କ ଭଳି ସାରାଙ୍କ ଫଟୋରେ ମଧ୍ୟ କାର୍ତ୍ତିକ ଆର୍ଯ୍ୟନ୍‌ କମେଣ୍ଟ କରିବାକୁ ଆଦୌ ଭୁଲିନାହାନ୍ତି।

ସେ ଲେଖିଛନ୍ତି, ଏହି ଝିଅ ସାରାଙ୍କ ପରି ଦେଖାଯାଉଛନ୍ତି। କହିରଖୁଛୁ, କାର୍ତ୍ତିକଙ୍କ ସହିତ ସାରା ରିଲେସନ୍‌ଶିପ୍‌ରେ ରହିଛନ୍ତି। ଦୁଇଜଣ ସୋସିଆଲ ମିଡିଆରେ ଫଟୋ ଶେୟାର କରୁଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଜଣେ ଜଣଙ୍କ ସହିତ ସମୟ କାଟିବା ପାଇଁ ଟିକେ ବି ସୁଯୋଗ ହାତଛଡ଼ା କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri