ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)।
ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟିଥିବା ଜଣାପଡ଼ିଛି। ଶିବରାମ ତାଙ୍କର ଜଣେ ବନ୍ଧୁଙ୍କ ସହ ଘର ନିକଟରେ ଠିଆ ହୋଇଥିଲେ। ଏହି ସମୟରେ ୪ ଜଣ ଦୁର୍ବୃତ୍ତ ଦୁଇଟି ବାଇକରେ ଆସି ବୋମାମାଡ଼ କରିଥିଲେ । ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଆମୁଣି ଗ୍ରାମରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ...

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା...

ସିଙ୍ଗପୁରରେ କାଳବୈଶାଖୀର ତାଣ୍ଡବ: ସରକାରୀ ସହାୟତା ଦାବି

ନୂଆଗାଁ,୩୦।୫ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ...

ଉତ୍କଳ ବିଶ୍ୱବିଦ୍ୟାଳୟକୁ ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ଗୁରୁବାର ଓଡ଼ିଶା ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି। ରାଜ୍ୟପାଳ ତଥା...

ସ୍ବାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ ‘ସ୍ବରାଜ’

ଭୁବନେଶ୍ୱର,୧୩ା୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷର ସ୍ବାଧୀନତା...

କୋଇଡ଼ା ବିଡିଓଙ୍କୁ ନେଇ ବିଧାନସଭା ଅଚଳ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କୋଇଡ଼ା ବିଡିଓ ବିଧାୟକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗରେ ବିରୋଧୀ ଦଳ ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶନିବାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ ହେବା...

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ...

୩୦ ତାରିଖ ମଧ୍ୟରେ ୟୁଜି, ପିଜି ଶେଷବର୍ଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ) – ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଅନୁସାରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଅଣ୍ଡର ଗ୍ରାଜୁଏଟ୍‌(ୟୁଜି) ଏବଂ ପୋଷ୍ଟ ଗ୍ରାଜୁଏଟ୍‌(ପିଜି)...

Advertisement
Archives

Model This Week