ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ

ବାସୁଦେବପୁର, ୯। ୩(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ନୂଆଗଡ ଗ୍ରାମର ନିରଞ୍ଜନ ମଳିକ ନାମକ ବ୍ୟକ୍ତିଙ୍କୁ ତାଙ୍କର କେତେକ ପଡୋଶୀ ମରଣାନ୍ତକ ଆକ୍ରମଣ କରି ପିଟି ପିଟି ହତ୍ୟା କରିଛନ୍ତି। ସୋମବାର ଅପରାହ୍ନରେ ଏହି ହତ୍ୟାକାଣ୍ଡ ଘଟିଛି। ନିରଞ୍ଜନ ଓ ତାଙ୍କ ବାପା ଜନିଆ ମଳିକ ଘରେ ଥିବା ବେଳେ କେତେକ ପଡୋଶୀ ସଂଘବଦ୍ଧ ଭାବରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ନିରଞ୍ଜନଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତଦେହ ବାସୁଦେବପୁର ଡାକ୍ତରଖାନାରେ ଅଟକ ଅଛି। ବାସୁଦେବପୁର ପୋଲିସ ଘଟଣାର ତଦନ୍ତ କରୁଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତି ଫେରାର ହୋଇଯାଇଥିବା ବେଳେ ପୋଲିସ ଖୋଜାଖୋଜି କରୁଛି। ସନ୍ଧ୍ୟାରେ ସାଇଣ୍ଟଫିକ୍‌ଟିମ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

କପ୍ତିପଦା,୨୩ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ...

ଘରେ ବସି କଳା ଦିବସ ପାଳନ କଲା କୋଶଲ ରାଜ୍ୟ ସମନ୍ବୟ ସମିତି

ବଲାଙ୍ଗୀର ଅଫିସ, ୧ା୪: କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଏପ୍ରିଲ ୧କୁ କଳା ଦିବସ ପାଳନ କରାଯାଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି...

ଗୋଟିଏ ପୋଷ୍ଟରରେ ନବୀନ-ନରସିଂହ

ବଲାଙ୍ଗୀର ଅଫିସ୍‌,୯ା୬: ବଲାଙ୍ଗୀର ସହର ପାଟଣା ହୋଟେଲ ଛକ ଏବଂ ମ୍ୟୁନିସିପାଲିଟି ଷ୍ଟଲ୍‌ ଉପର ବିଜ୍ଞାପନ ବୋର୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ନରସିଂହ...

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ବିଗୁଡୁଛି ଖଣି ଅଞ୍ଚଳ ଆର୍ଥିକ ପରିସ୍ଥିତି : ଲାଗି ରହିଛି ଅଚଳାବସ୍ଥା

କାଳିଆପାଣି,୩ା୯(ଡି.ଏନ୍‌.ଏ.)- କ୍ରୋମାଇଟ ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଲାଗି ରହିଥିବାରୁ ଅଞ୍ଚଳର ଆର୍ଥିକ ପରିସ୍ଥିତି ବିଗିଡିବାରେ ଲାଗିଛି ା ୧୪ ଦିନ...

ଖ୍ରୀଷ୍ଟପୁର ଗ୍ରାମରେ ଓଲଟିଲା ବସ୍‌

ଆର୍‌ .ଉଦୟଗିରି,୧୯।୬: ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗ୍ରାମରେ ଘରୋଇ ବସ୍‌ ଗାନ୍ଧୀ (ଓଡି-୧୫-ଏଚ୍‌- ୬୬୮୮) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାୟଗଡ଼ାରୁ...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି

ମାଲକାନଗିରି,୨୦ା୧(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍‌କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍‌ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି ।...

ଓଲଟି ପଡ଼ିଲା ଚୋରା କୋଇଲା ବୋଝେଇ ଟ୍ରକ୍‌, ଚାଳକ ଫେରାର

ମାଧପୁର,୪।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବଇଣ୍ଡା କିଆକଟା ପୂର୍ତ୍ତ ରାସ୍ତାର ଦେଉଳଝରି ମନ୍ଦିର ନିକଟରେ ଗୁରୁବାର ସକାଳେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ...

ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ...

Advertisement
Archives

Model This Week