ବାହାନଗା, ୧୦ା୧(ଡି.ଏନ.ଏ.)-ପାରିବାରିକ କଳହକୁ ନେଇ ଗତ ଡିସେମ୍ବର ୨୯ ତାରିଖରେ ଏକ ପରିବାରର ମା ଓ ଦୁଇ ଝିଅ ଉଭୟ ବିଷ ପିଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ ା ସେମାନେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ କେତେକ ଆତ୍ମୀୟସ୍ବଜନ ପହଞ୍ଚି ସେଠାରେ ଜଣେ ଝିଅକୁ ବଳାକତ୍ାର ଉଦ୍ୟମ କରାଯାଇଥିବା ଗତ ୩୦ତାରିଖରେ ବାଲେଶ୍ୱର ଟାଉନ୍ ଥାନାରେ ମା’ ଓ ଝିଅ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାଟି ସମ୍ବେଦନଶୀଳ ହୋଇଥିବାରୁ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କ ସମେତ ଟାଉନ୍ ଥାନା ଅଧିକାରୀ ସରୋଜିନୀ ନାୟକ ଓ ଖନ୍ତାପଡା ଥାନା ଅଧିକାରୀ ସଞ୍ଜୟ କୁମାର ପରିଡା, ଗୋପାଳପୁର ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ଓ ଡିଏସପି ପ୍ରମୁଖ ଏହାର ତଦନ୍ତ ପାଇଁ ସମ୍ପୃକ୍ତ ଗଁାକୁ ଯାଇଥିଲେ। ସ୍ଥାନୀୟ ଗ୍ରାମବାସୀ ଏଭଳି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଦର୍ଶାଇ ପୋଲିସ୍କୁ ଘେରି ପ୍ରତିବାଦ ଜଣାଇଥିଲେ। ଏନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଜିଲା ଚିକିତ୍ସାଳୟରେ ଜଣେ ଯୁବତୀଙ୍କ ବଳାକତ୍ାର କରାଯିବା ବେଳେ ପାଖ ଶଯ୍ୟାରେ ଥିବା ଲୋକେ କିପରି ଜାଣିପାରିଲେ ନାହିଁ ବୋଲି ଗ୍ରାମବାସୀ ପୋଲିସ୍କୁ ପ୍ରଶ୍ନ କରିଥିଲେ। ଏଭଳି ପରିସ୍ଥିତିରେ ପୋଲିସ ଅଧିକାରୀମାନେ ବ୍ୟତିବ୍ୟସ୍ତ ହୋଇପଡିଥିଲେ। ପୂର୍ବାଞ୍ଚଳ ଆଇଜି ଲୋକଙ୍କୁ ବୁଝାଇ କହିଥିଲେ ଅଭିଯୋଗକ୍ରମେ ଏଭଳି ଘଟଣାକୁ ଗୁରୁତ୍ୱ ଦିଆଯାଇ ତଦନ୍ତ କରାଯାଉଛି, ଏଥିରେ ଭୟ କରିବାର କିଛି ନାହିଁ ା ତଦନ୍ତରେ ସହଯୋଗ କରନ୍ତୁ। ଆପଣମାନେ ଉପଯୁକ୍ତ ନ୍ୟାୟ ପାଇବେ। ଏଭଳି ପ୍ରତିଶ୍ରୁତି ପାଇ ଗ୍ରାମବାସୀ ଅଧିକାରୀମାନଙ୍କୁ ଛାଡିଥିଲେ ା
Posted inଆମ ଜିଲା ଖବର, ବାଲେଶ୍ୱର View All
ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…
ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…
ବାଇକ୍କୁ ପିଟିଲା ବାଇକ୍: ୨ ଛାତ୍ରଙ୍କ ସମେତ ୪ ଗୁରୁତର
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…
ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…
ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ
ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…
ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…
ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…
ଜୀବନ ସଂଘର୍ଷରେ ହାରିଗଲେ ଚାଷୀ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି…

