ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା ଆସନ ପାଇଁ ଗୁରୁବାର ଭୋଟଗ୍ରହଣ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୩୩ ପ୍ରତିଶତ ମତଦାନ ରେକର୍ଡ କରାଯାଇଛି। ସକାଳ ୯ଟା ସୁଦ୍ଧା ମାତ୍ର ୮.୩୮ ପ୍ରତିଶତ ମତଦାନ ହୋଇଥିଲା। ହେଲେ ପରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୧ ପ୍ରତିଶତ ମତଦାନ  କରାଯାଇଥିବାବେଳେ ପୋଲସରାରେ ୨୬.୫ ପ୍ରତିଶତ, କବିସୂର୍ଯ୍ୟନଗରରେ ୨୭ ପ୍ରତିଶତ, ଖଲିକୋଟରେ ୧୦.୨୩ ପ୍ରତିଶତ, ଆସିକାରେ ୨୨.୩୧ ପ୍ରତିଶତ, ସୋର ୨୦.୫ପ୍ରତିଶତ, ସାନଖେମୁଣ୍ଡିରେ ୨୦.୪ ପ୍ରତିଶତ ଏବଂ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦.୪ ପ୍ରତିଶତ ମତଦାନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri