ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ,୧୫।୧୧ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ଛୋଟିଯୋଡ଼ି ଗ୍ରାମରେ ବୋମାମାଡ଼ ଓ ଫାଙ୍କା ଗୁଳିଚାଳନା ହୋଇଛି। ଏଥିରେ ଜଣେ ଗୁରୁତର ହୋଇ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର ହୋଇଛନ୍ତି। ଗୁରୁତର ଜଣକ ହେଲେ ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ଛୋଟିଯୋଡ଼ି ଗ୍ରାମର ନିଳକଣ୍ଠ ଛୁଆଳସିଂ। ନୀଳକଣ୍ଡଙ୍କ ଗୋଡ଼ ଓ ହାତ ସମେତ ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri