ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା

ମହାକାଳପଡ଼ା,୧୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ଜୟନ୍ତୀ ନାୟକଙ୍କ ଘରେ ନିଆଁ ଲଗାଇଦେବା ଯୋଗୁ ଦୁଇ ବଖରା ଜଳିଯାଇଛି। ତେବେ ଖବର ପାଇ ଗ୍ରାମରେ ମୁତୟନ ଥିବା ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପରିବାରର ଲୋକଙ୍କୁ ଉଦ୍ଧାର କରିଛନ୍ତି।

ସୂଚନାନୁଯାୟୀ, ଦେଢ଼ ବର୍ଷ ପୂର୍ବେ ଗ୍ରାମରେ ଘଟିଥିବା ଏକ ହତ୍ୟାକାଣ୍ଡକୁ ନେଇ ବିବାଦ ରହିଆସିଛି। ସେବେଠାରୁ ଗ୍ରାମର ରମାକାନ୍ତ ନାୟକଙ୍କ ପରିବାର ନିକଟସ୍ଥ ଛକଠାରେ ଏକ ଦୋକାନ ଘରେ ଆଶ୍ରୟ ନେଉଥିଲେ। ହେଲେ ଗୁରୁବାର ରାତିରେ ପରିବାରଲୋକକୁ ହତ୍ୟା କରିବା ଉଦ୍ଦେଶ୍ୟରେ ତାଙ୍କ ଘରେ ନିଆଁ ଲଗାଇଦେଇଥିବା କୁହାଯାଉଛି। ଗ୍ରାମରେ ପୂର୍ବରୁ ମୁତୟନ ହୋଇଥିବା ପୋଲିସ ରମାକାନ୍ତଙ୍କ ପରିବାରକୁ ଉଦ୍ଧାର କରିଥିଲେ। ଏନେଇ ସେ ଗ୍ରାମର ୧୦ଜଣଙ୍କ ନାମରେ ଅଭିଯୋଗ କରିଛନ୍ତି। ପୋଲିସ ୯୨/୧୯ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା ଆଇଆଇସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଶାଳୀଙ୍କୁ ଦୁଇ ବରଙ୍କୁ ବିକି ଦେଲେ ଭିଣୋଇ

ଭୋପାଳ,୨୯ା୧୨: ଜଣେ ଭିଣୋଇ ତାଙ୍କ ନାବାଳିକା ଶାଳୀଙ୍କୁ ବିବାହ ନାଁରେ ଦୁଇ ଦୁଇଟି ବରଙ୍କୁ ବିକ୍ରି କରିଦେବା ମହଙ୍ଗା ପଡ଼ିଛି। ଏହି ଘଟଣା ଜଣାପଡିବା ପରେ...

ଯୁବ ବ୍ୟବସାୟୀଙ୍କ ମୃତ୍ୟୁ, ଜଣେ ଗୁରୁତର

ବାସୁଦେବପୁର, ୨୯।୩ (ଡି.ଏନ୍‌.ଏ.) ଭଦ୍ରକ ଜିଲା ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ଗୁଆଗଁା ଛକଠାରେ ସୋମବାର ଏକ ନିର୍ମାଣାଧୀନ ପୋଲ ତଳକୁ ଖସିପଡ଼ି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ...

ମନମୋହିଲା ପାଇକ ସମରକଳା

କଣିହଁ।, ୮।୧୦(ଡି.ଏନ.ଏ.)-କଣିହଁ। ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ବିଜୟାଦଶମୀ ଓ ଦଶହରା ଉତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ବଜ୍ରକୋଟ ଗ୍ରାମରେ ଦେବୋତ୍ତର କମିଟି ସଭାପତି ଫକୀରମୋହନ...

କୃଷକ ବଜାରରୁ ମୃତଦେହ ଉଦ୍ଧାର

ଉଦଳା,୨୦ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା କୃଷକ ବଜାର ମଧ୍ୟରେ ଥିବା ମୁଖ୍ୟ ରାସ୍ତାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ପୋଲିସ ଉଦ୍ଧାର କରିଛି। ସକାଳେ ସ୍ଥାନୀୟ...

ପାଣିକୁଣ୍ଡରେ ପଡ଼ି ଶିଶୁର ଜୀବନଗଲା

ବାଲେଶ୍ୱର ଅଫିସ,୧୮ା୮: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧିନସ୍ଥ ବେଗୁନିଆ ଗ୍ରାମର ଗୋବିନ୍ଦ ସିଂଙ୍କ ୪ ବର୍ଷର ଶିଶୁପୁତ୍ର ଖେଳୁଥିବା ବେଳେ ଘର ଆଗରେ ଥିବା...

କୋଳିମାଟିରେ ନିଆରା ହୋଲି: ଅବିର, ହଳଦୀ ପାଣିରେ ରଙ୍ଗ ଖେଳିଲେ ଅଞ୍ଚଳବାସୀ

କୋଳିମାଟି, ୧୦ା୩( ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର କୋଳିମାଟି ଅଞ୍ଚଳରେ ଛୋଟ ପିଲାଠାରୁ ଆରମ୍ଭ କରି ସମସ୍ତ ଲୋକେ ହୋଲିକୁ ଧୁମଧାମରେ ପାଳନ କରିଛନ୍ତି। କରୋନା ଭାଇରସ...

ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ...

ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କଲା ଭାଜପା

ଝାରସୁଗୁଡା ଅଫିସ,୮।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୩୧ତାରିଖରେ ନିର୍ବାଚନ ହେବ। ଏହାକୁ ନେଇ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement
Archives

Model This Week