ପୂର୍ବ ଶତ୍ରୁତାକୁ ନେଇ ପୋଡିଦେଲେ ପାନ ଦୋକାନ

କୁଆଁରମୁଣ୍ଡା,୧୪।୧୧(ଡି.ଏନ.ଏ.)- ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ତହସିଲ ବଜାରରେ ପାନ ଦୋକାନ କରିଥିବା ବାବୁନି ପଣ୍ଡାଙ୍କ ପାନ ଦୋକାନକୁ ଶୁକ୍ରବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ ପୋଡି ଦେଇଛନ୍ତି। ଫଳରେ ପାନ ଦୋକାନରେ ଥିବା ସମସ୍ତ ସାମଗ୍ରୀ ଜଳି ପାଉଁଶ ହୋଇଯାଇଛି। ଖବରପାଇ କୁଆଁରମୁଣ୍ଡା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଭରଟେକ୍‌ କରିବା ବେଳେ ଓଲଟିଲା ‘ଅଭିରାଜ’ ବସ୍‌: ହେଲ୍‌ପର ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

କୁଆଁରମୁଣ୍ଡା,୩।୩(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର ଲାସେ ଗଡାଣି ନିକଟରେ ମଙ୍ଗଳବାର ଅପରାହ୍ନ ୩ଟା ୩୫ ରେ ‘ଅଭିରାଜ’ ନାମକ...

୧୭ରୁ ଆଞ୍ଚଳିକ କଳିଙ୍ଗ ହର୍ବାଲ୍‌ ମେଳା

ରାଉରକେଲା ଅଫିସ,୮ା୧୧: ଆସନ୍ତା ୧୭ ତାରିଖରୁ ସେକ୍ଟର-୫ ସ୍ଥିତ ଭଞ୍ଜଭବନ ପଡିଆରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଅନୁଷ୍ଠିତ ହେବ। ଏହି ମେଳା ରାଉରକେଲା ବନଖଣ୍ଡ...

ଧାରଣାରେ ବସିଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୨ା୩: ରାଉରକେଲା ସରକାରୀ ହସ୍ପିଟାଲ(ଆର୍‌ଜିଏଚ୍‌)ରେ ସର୍ଜିକାଲ ଓ ଅର୍ଥୋପେଡିକ ଓଟି ୧୭ଦିନ ହେଲା ବନ୍ଦ ରହିଛି। ଏହାକୁ ତୁରନ୍ତ ଚାଲୁ କରିବା ଦାବିରେ ମଙ୍ଗଳବାର...

ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି।...

ଠାକୁରଙ୍କୁ ବି ଛାଡିଲେନି: ନେଇ ଗଲେ ରୁପା ନାଗ

ସୁନ୍ଦରଗଡ଼,୧୦।୧୧(ଡି.ଏନ୍‌.ଏ.): ଦେବ ଦେବ ମହାଦେବଙ୍କୁ ବି ଛାଡିଲେନି ଦୁର୍ବୃତ୍ତ। ଶେଷରେ ବୁଲାଇଦେଲେ କଳାକନା । ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାଦେବ ପଡ଼ା ଇବ୍‌ ନଦୀ...

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର, ୪ ସ୍ଥାନରେ ଏକକାଳୀନ ଚଢାଉ

ସୁନ୍ଦରଗଡ,୧୧।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ବନଖଣ୍ଡ ଅନ୍ତର୍ଗତ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମନହୀରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର...

ପ୍ରାର୍ଥୀଙ୍କ ପାଇଁ କରମା ନାଚିଲେ ବିଧାୟିକା

ସୁନ୍ଦରଗଡ଼, ୧୩।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଉଛି ସୁନ୍ଦରଗଡ଼ର ରାଜନୀତି। ଶନିବାର ଭାଜପା ଜିଲା ପରିଷଦ ପ୍ରାର୍ଥୀଙ୍କ ଲାଗି ପ୍ରଚାରରେ ସାମିଲ ହୋଇ...

ମାଙ୍ଗାନିଜ ଚୋରା ଚାଲାଣରୁ ଢାବା ମାଲିକଙ୍କୁ ହତ୍ୟା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଣାଇଁ,୧୩ା୩(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅଧୀନ ମାଲଦାରେ ଗତ ଫେବୃୟାରୀ ୨୬ ତାରିଖରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଢାବା ମାଲିକ ରମେଶ ଚତମ୍ବାଙ୍କ ମୃତ୍ୟୁ...

Advertisement
Archives

Model This Week