ପୂର୍ବ ଶତ୍ରୁତାରୁ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଉଦପୁର ଗାଁରେ ୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବ ଶତ୍ରୁତାରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଫେରାର ହୋଇଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୋମବାର ବିଳମ୍ବିତ ରାତିରେ ବାଉଦପୁର ଗ୍ରାମର ବାବୁରାମ ଜେନା ତାଙ୍କ ପରିବାର ଲୋକଙ୍କ ସହ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏହା ଜାଣିପାରି ଘରୁ ବାହାରି ଆସିଥିଲେ। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଲା ବେଳକୁ ଘର ଭସ୍ମୀଭୂତ ହୋଇସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ହେଲା ଶେଷ ହେଉନି ପୋଲ କାମ

କେସିଙ୍ଗା, ୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ ମଶାଣିବନ୍ଧ ଓ ଭମରମାଲ ସଂଯୋଗ କରୁଥିବା ଦେହେରେନ୍‌ ଯୋର ଆଜକୁ ୫ବର୍ଷ ହେଲା...

ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର

ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ...

ବିଶ୍ୱ ବଜାରରେ ବିକ୍ରି ହେବ ସ୍ବାଭିମାନ ଅଞ୍ଚଳର ହଳଦୀ

ମାଲକାନଗିରି,୯ା୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଉତ୍ପାଦିତ ହଳଦୀ ଆମାଜନରେ ବିକ୍ରି ହେବ। ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ବାର୍ଷିକ ୫୦ ଟନରୁ ଉର୍ଦ୍ଧ୍ୱ...

ପାଇଖାନାରେ ଲୁଚାଇ ରଖିଥିଲେ ବଜ୍ରକାପ୍ତା: ଚଢ଼ାଉ କରି ଉଦ୍ଧାର କଲା ବନ ବିଭାଗ ଟିମ୍‌

ନବରଙ୍ଗପୁର,୧୨।୮(ବି.ପ୍ର.)- ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ ପାନାରଚୁଆ ଗ୍ରାମର ଜଣଙ୍କ ଘରୁ ବନ ବିଭାଗ ଟିମ୍‌ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଘଟଣାରେ ଜଣକୁ ଗିରଫ...

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌...

ଦୁଇ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ଖୋର୍ଦ୍ଧା ଅଫିସ,୩।୧୦: ଦୁଇ ବର୍ଷ ପରେ ଜଣେ ନାବାଳକ ତାଙ୍କ ମା’ଙ୍କ କୋଳକୁ ଫେରିଛନ୍ତି। ହଜିଯାଇଥିବା ପୁଅକୁ ଫେରିପାଇ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।...

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ...

୪୨ ଡିଗ୍ରୀ ପାର୍‌କଲା ତାତି: ଲୋକେ ଆଉଟୁପାଉଟୁ

ଅନୁଗୋଳ ଅଫିସ,୧୪ା୪: ଅନୁଗୋଳ ଜିଲାରେ ଗୁରୁବାର ପାରଦ ୪୨ ଡିଗ୍ରୀ ପାର କରିଛି। ଚଳିତବର୍ଷ ଅନୁଗୋଳରେ ଏହା ସର୍ବାଧିକ ତାପମାତ୍ରା ବୋଲି ସୂଚନା ମିଳିଛି। ଫଳରେ...

Advertisement
Archives

Model This Week