ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ

କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ ଜଣେ ଯୁବକଙ୍କ ମତ୍ୟୁ ଘଟିଛି। ମୃତକ ହେଲେ କାର୍ତ୍ତିକ ପ୍ରଧାନ। ଏ ନେଇ ସୋମବାର ସ୍ଥାନୀୟ ପୋଲିସ ନଂ. ୨୪୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତ ଦିଲୀପ ସାହୁଙ୍କୁ ଅଟକ ରଖିଛି ।
ପ୍ରକାଶ ଯେ, ଦୁଇଦିନ ତଳେ କନିଆରୀ ଗ୍ରାମର କାର୍ତ୍ତିକ ଓ ଦିଲୀପଙ୍କ ମଧ୍ୟରେ ନିଶାସକ୍ତ ଅବସ୍ଥାରେ କୌଣସି ଏକ କଥାକୁ ନେଇ ବଚସା ହୋଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଦିଲୀପ ସୁଯୋଗ ଖୋଜୁଥିଲେ। ରବିବାର ରାତିରେ କ୍ଲବ ଘରେ କାର୍ତ୍ତିକ ଶୋଇଥିବା ଜାଣି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର କାର୍ତ୍ତିକଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ୨ ଘଣ୍ଟା ପରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ଗ୍ୟାସ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri