ପୂର୍ବ ଶତ୍ରୁତାରୁ ମହିଳାଙ୍କୁ ମରାଣାତ୍ମକ ଆକ୍ରମଣ

ଗଞ୍ଜାମ,୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଗ୍ରାମର ଜେ. କାପିଆମ୍ମା ପାତ୍ରଙ୍କୁ ଉକ୍ତ ଗ୍ରାମର କିଛି ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିଛନ୍ତି। କାପିଆମ୍ମା ଓ ତାଙ୍କ ପୁଅ ଆସୁଥିବା ବେଳେ ଗ୍ରାମର କେତେକ ଲୋକେ ତାଙ୍କୁ ଆକ୍ରମଣ କରିବା ସହ ନିବସ୍ତ୍ର କରି ମାରପିଟ୍‌ କରିଥିବା ସେ ଏତେଲାରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କରେ ରମ୍ଭା ଥାନା ଅଧିକାରୀ ପି. ସ୍ବରୂପ କିଷନଙ୍କୁ ପଚାରିବାରୁ ଅଭିଯୋଗ ହୋଇଛି ତଦନ୍ତ ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।
ଅନ୍ୟପକ୍ଷେ କାପିଆମ୍ମାଙ୍କୁ ତାଙ୍କ ପରିବାର ଲୋକେ ପ୍ରଥମେ ଛତ୍ରପୁର ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନନ୍ତର କରିଛନ୍ତି। ଏ ନେଇ ତାଙ୍କ ପରିବାର ଲୋକେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?