ପୃଥକ ସ୍ଥାନରୁ ନାଗସାପ ଉଦ୍ଧାର

ବୁଗୁଡ଼ା,୯ା୯(ଡି.ଏନ.ଏ.)-ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମହୁଲପଲ୍ଲୀ ଏବଂ ଭାମଶିଆଳି ଗ୍ରାମରୁ ସୋମବାର ବି.କରଡ଼ାବାଡ଼ିର ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ୨ଟି ନାଗସାପ ଉଦ୍ଧାର କରିଛନ୍ତି। ଭାମଶିଆଳି ଗ୍ରାମର ରବି ସାହୁଙ୍କ ଘରୁ ସ୍ନେକ୍‌ ହେଲପ୍‌ ଲାଇନର ହରିଶ ୫ ଫୁଟ ଲମ୍ବର ନାଗସାପ ଉଦ୍ଧାର କରିଥିଲେ। ସେହିପରି ମହୁଲପଲ୍ଲୀ ଗ୍ରାମର ହେମନ୍ତ ପ୍ରଧାନଙ୍କ କୁକୁଡ଼ା ଫାର୍ମରେ ଥିବା ଏକ କୂଅରୁ ମଧ୍ୟ ସେ ୫ ଫୁଟ ଲମ୍ବର ନାଗସାପ ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ୨ ନାଗସାପଙ୍କୁ ହରିଶ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କ ବଢ଼ିବନି କାର୍ଯ୍ୟକାଳ

ବ୍ରହ୍ମପୁର ଅଫିସ,୨୭।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ରେ ଆବଶ୍ୟକସ୍ଥଳେ ଅବସର ଗ୍ରହଣ କରିଥିବା କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବ ନାହିଁ। ଶୁକ୍ରବାର ଅନୁଷ୍ଠିତ ନିଗମର ପୂର୍ଣ୍ଣାଙ୍ଗ...

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ...

ବ୍ରଜରାଜନଗର ଉପନିର୍ବାଚନ: ଭାଜପାର ପ୍ରଚାରକ ତାଲିକାରେ ୫ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପୂର୍ବରୁ ପ୍ରଚାରକ ତାଲିକା ଜାରି କରିଥିବା ବେଳେ ରବିବାର ଭାଜପା ୪୦ ଜଣିଆ ପ୍ରଚାରକ...

ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା

ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍‌କୁ ନେଇ...

ଆର୍‌ଆଇ ଧରିଲେ ପଥର ଟ୍ରକ୍‌

ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍‌ଗୁଡ଼ିକ...

କାଜୁ ପ୍ଲାଣ୍ଟେଶନ,ଲେମନ ଗ୍ରାସ୍‌ ଚାଷ ବାଟବଣା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡ଼ାମ୍ବ, ପାପରମେଟଲା ଏବଂ ପଣଷପୁଟ ପଞ୍ଚାୟତ ଅଞ୍ଚଳରେ ବିକାଶ ନାମକ ଅନୁଷ୍ଠାନ ଆଦିବାସୀଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଦିଗରେ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

ବଲାଙ୍ଗୀର ଅଫିସ, ୨୨ା୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ସମ୍ବଲପୁର ଧର୍ମାଞ୍ଚଳ, ଉତ୍ତର ଭାରତ ମଣ୍ଡଳୀ ପକ୍ଷରୁ ୧ଲକ୍ଷ ଟଙ୍କା ଚେକ୍‌ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ...

ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ : ପତ୍ରାପାଲିକୁ ଟାଇଟଲ

ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଉଦଯାପନନୀ...

Advertisement
Archives

Model This Week