ପୃଥକ ୨ଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର

ଆନନ୍ଦପୁର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୃଥକ ଦୁଇଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଆନନ୍ଦପୁର ଥାନା ପଚାଙ୍ଗ ଗ୍ରାମର କାଳନ୍ଦୀ ନାୟକଙ୍କ ସ୍ତ୍ରୀ ଇତିଶ୍ରୀ ନାୟକ ଏବଂ ଘସିପୁରା ଥାନା ଭଣ୍ଡାରିଡିହା ପଞ୍ଚାୟତ ବସନ୍ତପୁରା ଗ୍ରାମର ମାଇନା ହାଂସଦା। ଲଗାଣ ବର୍ଷା ପ୍ରଭାବରେ ଦୁର୍ବଳ କାନ୍ଥ ଭୁଷୁଡ଼ି ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଇତିଶ୍ରୀ ଗୁରୁବାର ସନ୍ଧ୍ୟାରେ ରୋଷେଇ କରୁଥିବା ବେଳେ ବର୍ଷା ପ୍ରଭାବରେ ଦୁର୍ବଳ ହୋଇପଡିଥିବା ଇଟା ଯୋଡେଇ ମାଟି କାନ୍ଥ ତାଙ୍କ ଉପରେ ଧସିପଡିଥିଲା। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।
ସେହିଭଳି ମାଇନା ତାଙ୍କର ୨ ପୁଅଙ୍କ ସହ ଗୁରୁବାର ରାତିରେ ଶୋଇଥିବା ବେଳେ ଓଦା ହୋଇ ରହିଥିବା ମାଟି କାନ୍ଥ ତାଙ୍କ ଉପରେ ପଡିଯାଇଥିଲା। କାନ୍ଥତଳେ ମାଇନା ଚାପିହୋଇ ଗୁରୁତର ଆହତ ହୋଇଥିବାବେଳେ ୨ ପୁଅମାନେ ଅଳ୍ପକେ ବର୍ତ୍ତିଯାଇଥିଲେ। ମାଇନାଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ଜଣାପଡିଛି। ଉଭୟଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri