ପୃଥିବୀର ସବୁଠାରୁ ଉଚ୍ଚା ଗଛ: କୁତବ୍‌ ମିନାରଠାରୁ ବି ଅଧିକ

ସ୍କାରାମେଣ୍ଟୋ,୧୩।୭: ପୃଥିବୀର ସବୁଠାରୁ ଉଚ୍ଚା ଗଛ କାର୍ଲିଫର୍ନିଆ ରେଡ୍‌ ଉଡ୍‌ ଜାତୀୟ ଉଦ୍ୟାନରେ ରହିଛି। ଏହାର ଉଚ୍ଚତା ୧୧୫.୮୫ ମିଟର। ଏହି ଗଛ ସମ୍ପର୍କରେ ୨୦୦୬ରେ ଜଣାପଡ଼ିଥିଲା। ଏହାର ଉଚ୍ଚତା ଦିଲ୍ଲୀର କୁତବ୍‌ ମିନାରଠାରୁ ମଧ୍ୟ ଅଧିକ। ସେହିପରି ଏହା ଆମେରିକା ସଂସଦ ଭବନ ତଥା ଷ୍ଟାଚ୍ୟୁ ଅଫ୍‌ ଲିବର୍ଟିଠାରୁ ମଧ୍ୟ ଉଚ୍ଚା ବୋଲି ଲୋକେ କହିଥାନ୍ତି। ସବୁଠାରୁ ଉଚ୍ଚା ଗଛ ଭାବେ ଏହା ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲ୍ଡ ରେକର୍ଡରେ ପଞ୍ଜିକୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଦିଆଯାଉଛି କରୋନା ବର୍ଗର

ହାନୋଇ,୨୭।୩- ସମଗ୍ର ବିଶ୍ୱରେ କୋଭିଡ-୧୯ ଆତଙ୍କ ଖୋଳାଇଛି। ଫଳରେ କରୋନାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଏହି ଭୟକୁ ଦୂର କରି ଲୋକଙ୍କ...

ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ

ଇସ୍‌ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର...

କରୋନା ସଂକ୍ରମିତଙ୍କ ଚିକିତ୍ସା ଫଳରେ ଏଠି ଅବହେଳିତ ହେଉଛନ୍ତି କ୍ୟାନସର ରୋଗୀ !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ କେତେ ଗୁଡିଏ ଦେଶରେ ଏହି ମହାମାରୀର ସଂକ୍ରମଣ ଫଳରେ ଦିନକୁ...

ଚିନ୍ତାରେ ପାକିସ୍ତାନ: ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଇସ୍‌ଲାମାବାଦ,୧୪।୧୦: ପାକିସ୍ତାନରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଥିବା ଜଣାପଡିଛି। ଏହାକୁ ନେଇ ଏବେ ପାକିସ୍ତାନର ଚିନ୍ତା ବଢିଯାଇଛି ବୋଲି କହିଛନ୍ତି...

‘କେହି ଆମ ବିଷୟରେ ଭାବୁନାହାନ୍ତି ’ କହି ଭାଙ୍ଗିପଡ଼ିଲେ ଆଫଗାନିସ୍ତାନର ଏହି ଝିଅ; ଭିଡିଓ ଦେଖିଲେ…

କାବୁଲ: ଆଜିକାଲି ସମଗ୍ର ବିଶ୍ୱର ଆଖି ଆଫଗାନିସ୍ତାନ ଉପରେ ରହିଛି। ତାଲିବାନ ଏହାକୁ କବ୍ଜା କରିବା ମାତ୍ରେ ଚାରିଆଡେ ହାହାକାର ସ୍ଥିତି ଉପୁଜିଛି। ସୋସିଆଲ ମିଡିଆରେ...

ଟ୍ରେନ୍‌-ବସ୍‌ ମୁହାଁମୁହିଁ, ୭ ଛାତ୍ର-୪ ଶିକ୍ଷକ ମୃତ…

ଢାକା, ୩୦।୭ : ବାଂଲାଦେଶର ଚଟଗାଁସ୍ଥିତ ଜଗୁଆଳୀ ବିହୀନ ରେଳ କ୍ରସିଂରେ ଏକ ମିନିବସର ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ଜଣ...

ସେନା ମୁଖ୍ୟଙ୍କ ବିରୋଧରେ କହି ଗିରଫ ହେଲେ ନଓ୍ବାଜଙ୍କ ଜ୍ୱାଇଁ

ଲାହୋର,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଜ୍ୱାଇଁ ମହମ୍ମଦ ଶଫଦର ଏବେ ଅଡୁଆରେ ପଡିଯାଇଛନ୍ତି। ଶଫଦର ପାକିସ୍ତାନ ସେନାମୁଖ୍ୟ ଓ ଦେଶର ଶାଇନ ଶୃଙ୍ଖଳା...

ଚାଇନାର ସୋହାନ ଯୋଗ ଭାରତରେ ପ୍ରତିଷ୍ଠା କରିବାକୁ ଯାଉଛି ୩୦ ଟ୍ରେନିଂ ସେଣ୍ଟର

ନୂଆଦିଲ୍ଲୀ,୨୦।୧୦: ଚାଇନାର ସୋହାନ ଯୋଗ ଇନଷ୍ଟିଚ୍ୟୁଟ ଦେଶର ବିଭିନ୍ନ ରାଜ୍ୟରେ ୩୦ଟି ଟ୍ରେନିଂ ସେଣ୍ଟର ଖୋଲିବାକୁ ଯୋଜନା କରିଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ଓ ଲଦାଖରେ...

Advertisement
Archives

Model This Week