ପୃଥିବୀର ସର୍ବ ବୃହତ୍‌ ଆବାସିକ କଲୋନୀ: ୧୩୫୦୦ ଆପାର୍ଟମେଣ୍ଟରେ ରହିପାରିବେ ୩୦ ହଜାର ଲୋକ

କାହିରା,୪।୨: ମିଶରର ରାଜଧାନୀ କାହିରାରେ ପୃଥିବୀର ସର୍ବ ବୃହତ୍‌ ଆବାସିକ କଲୋନୀ ନିର୍ମାଣ କରାଯାଉଛି। ଏଠାରେ ନିର୍ମିତ ହେବାକୁ ଥିବା ୩୫୦୦ ଆପାର୍ଟମେଣ୍ଟରେ ୩୦ ହଜାର ଲୋକ ରହିପାରିବେ ବୋଲି କୁହାଯାଉଛି। ଏହି କଲୋନୀକୁ ଗିନିଜ୍‌ ରେକର୍ଡରେ ସ୍ଥାନୀତ କରାଯାଇଛି। ଏହାର ନିର୍ମାଣରେ ୩ ହଜାର ୮ଶହ ୭୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ଏଠାରେ ଶପିଂ ମଲ୍‌, ଫିଲ୍ମ ହଲ୍‌, ପାର୍କ ଆଦି ସହିତ ଅନ୍ୟ ବିଳାସପୂର୍ଣ୍ଣ ସୁବିଧା ରହିବ। ଏହା ସହିତ ପିଲାଙ୍କ ପାଇଁ କଲେଜ ଆଦି ମଧ୍ୟ ଏଠାରେ ରହିବାର ବ୍ୟବସ୍ଥା କରାଯାଇଛି। ଏଠାରେ ୪୦ ଏକର ପରିମିତ ଜମିରେ ବୃହତ୍‌ ପାର୍କ ରହିବ ବୋଲି ବିଲ୍ଡର କହିଛନ୍ତି। ୨୦୨୫ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି କୁହାଯାଉଛି। ଏଠାରେ ଥିବା ଫ୍ଲାଟ୍‌ର ଦାମ ୩୫ ଲକ୍ଷରୁ ୮୭ ଲକ୍ଷ ଟଙ୍କା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ, ବିଶ୍ରାମ ପୋଜ୍‌ରେ ଜିରାଫ: ଦେଖିଲେ ମନେପଡ଼ିବ ସ୍କୁଲ ଜୀବନ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

୧୦ ଟଙ୍କିଆ ଏହି ପୁରୁଣା ନୋଟ ଥିଲେ ହୋଇଯିବେ ମାଲାମାଲ୍‌: ଜାଣନ୍ତୁ ଏହା ବଦଳରେ ପାଇବେ ଏତିକି ଟଙ୍କା

ଲୋକମାନେ ଏବେ ଆଉ ହାତରେ ଟଙ୍କା କାରବାର କରିବାକୁ ପସନ୍ଦ କରୁ ନାହାନ୍ତି। ଡିଜିଟାଲ ଯୁଗରେ ଅନ୍‌ଲାଇନ୍‌ ଟଙ୍କା କାରବାର କରିବାକୁ ସମସ୍ତେ ଭଲ ପାଉଛନ୍ତି।...

ପାକ୍‌ ମସ୍‌ଜିଦରେ ବିସ୍ଫୋରଣ: ୧୩ ନିହତ

କରାଚି,୧୧ା୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ରାଜଧାନୀ କ୍ୱେଟାସ୍ଥିତ ଏକ ମସ୍‌ଜିଦରେ ଶୁକ୍ରବାର ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହେବା ସହ ୧୧ ଆହତ ହୋଇଛନ୍ତି। ମୃତକଙ୍କ...

ଆଇସୋଲେଶନ ଓ୍ବାର୍ଡରେ ପରୀକ୍ଷା ଦେଲେ ଦୁଇ କରୋନା ଆକ୍ରାନ୍ତ ନର୍ସ

ଚଣ୍ଡିଗଡ଼, ୨୩।୬- କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିଲେ ମଧ୍ୟ ପଞ୍ଜାବର ଦୁଇଜଣ ନର୍ସ ଆଇସୋଲେଶନ ଓ୍ବାର୍ଡରେ ନର୍ସିଂ ପରୀକ୍ଷା ଦେବା ଏବେ ବେଶ୍‌ ଚର୍ଚ୍ଚାର...

ଜିରାଫ ନା ଜେବ୍ରା!

ଇଏ ଏମିତି ଏକ ପ୍ରାଣୀ ଯାହାକୁ ଦେଖିଲେ ଯେକେହି ଦ୍ୱନ୍ଦ୍ୱରେ ପଡିଯିବେ। ଆଉ ଘଡିଏ ଅପଲକ ନୟନରେ ଚାହିଁବେ। ଭାବିବେ ପ୍ରକୃତରେ ଏହା ଏକ ଜିରାଫ...

ବାସ୍ତୁଶାସ୍ତ୍ର: କ୍ୟାରିୟର-ପାରିବାରିକ କଳହକୁ ନେଇ ଚିନ୍ତିତ;ଜାଣନ୍ତୁ କେଉଁ ଦିଗରେ ଲଗାଇବେ କେଉଁ ପରଦା

କ୍ୟାରିୟର ଓ ପାରିବାରିକ କଳହକୁ ନେଇ ଚିନ୍ତିତ ଥିଲେ ବାସ୍ତୁଶାସ୍ତ୍ର ଅନୁଯାୟୀ ଘରେ ପରଦା ଲଗାନ୍ତୁ। ଦେଖିବେ ସମସ୍ୟା ଅନେକାଂଶରେ କମିଯିବ। ଚାକିରିକୁ ନେଇ ଚିନ୍ତିତ...

ବଙ୍ଗ ନବାବମହଲ ଅଳଙ୍କାରରେ କୁଳତୁଙ୍ଗମାଢ଼

ଇତିହାସରେ ବର୍ଣ୍ଣିତ ଅଛି ଗଜପତି ନରସିଂହ ଦେବ ଲକ୍ଷ୍ମଣାବତୀ ଆକ୍ରମଣ କରିବା ପରେ ବଙ୍ଗ ନବାବ ତୁହ୍ମାନ ଖଁା ପ୍ରାଣରକ୍ଷା କରିବାକୁ ପଳାୟନ କରିଥିଲେ। ବାୟାଚକଡ଼ା...

ସଫଳତା ପଛରେ ଥିଲା ଉଦାରତା

ଶ୍ରୀପଦ୍ମକେଶର ନିର୍ମାଣ ସହିତ ରୂପାସଗଡ଼ ମୂଳରୁ ଜଡ଼ିତ ଥିଲା। ନରସିଂହଦେବ ରୂପାସ-ଗଡ଼କୁ ଗୁରୁତ୍ୱ ଦେବା ସହିତ ଓଡ଼ିଶାର ଆଶ୍ଚର୍ଯ୍ୟମୟ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣ କାର୍ଯ୍ୟରେ ସାମିଲ...

Advertisement
Archives

Model This Week