ପୃଥିବୀ ଓ ଚନ୍ଦ୍ର ପରି ମଙ୍ଗଳରେ ବି ହେଉଛି ଭୂକମ୍ପ: ନାସା

ଓ୍ବାଶିଂଟନ,୨୫।୪: ମଙ୍ଗଳ ଗ୍ରହକୁ ମାନବ ମିଶନ ପଠାଇବା ପାଇଁ ଯୋଜନା ଚାଲିଛି। ତେବେ ମଙ୍ଗଳରେ ଭବିଷ୍ୟତରେ ବାସ କରିବାକୁ ଯାଉଥିବା ଲୋକେ ଭୂକମ୍ପର ଅନୁଭୁତି ପାଇପାରିବେ। ଏନେଇ ଅନ୍ତର୍ଜାତୀୟ ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ସୂଚନା ଦିଆଯାଇଛି। ପୃଥିବୀ ଓ ଚନ୍ଦ୍ର ପରି ମଙ୍ଗଳରେ ମଧ୍ୟ ଭୂକମ୍ପ ହୋଇଥାଏ ବୋଲି ନାସାର ମହାକାଶ ବିଜ୍ଞାନୀ କହିଛନ୍ତି। ମଙ୍ଗଳକୁ ପଠାଯାଇଥିବା ଇନସାଇଟ୍‌ ପ୍ରୋବ୍‌ ଦ୍ୱାରା ଉଠାଯାଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଚଳିତ ବର୍ଷ ମାର୍ଚ୍ଚ ୧୧ ଏବଂ ଏପ୍ରିଲ୍‌ ୧୧ରେ ମଙ୍ଗଳରେ କମ୍ପନ ସୃଷ୍ଟି ହୋଇଥିବା ଇନସାଇଟ୍‌ ପ୍ରୋବ୍‌ ପଠାଇଥିବା ତଥ୍ୟରୁ ମହାକାଶ ବିଜ୍ଞାନୀ ଅନୁମାନ କରୁଛନ୍ତି। ନାସା ପକ୍ଷରୁ ଇନସାଇଟ୍‌ ପ୍ରୋବ୍‌କୁ ୨୦୧୮ ମେ ୫ରେ ମଙ୍ଗଳ ଗ୍ରହରେ ସୃଷ୍ଟି ହେଉଥିବା କମ୍ପନ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ପ୍ରେରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri