ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼ ବୋଲି କୁହାଯାଉଛି। ଏହାକୁ ଡି-୨୮ ଭାବେ ନାମିତ କରାଯାଇଛି। ଏହି ହିମଖଣ୍ଡର କ୍ଷେତ୍ରଫଳ ୧୬୩୬ ବର୍ଗ କିଲୋମିଟର ଥିବାବେଳେ ଦିଲ୍ଲୀର କ୍ଷେତ୍ରଫଳ ୧୪୮୪ ବର୍ଗ କିଲୋମିଟର ରହିଛି। ଏହାର ଓଜନ ୩୧୫ ହଜାର ନିୟୁତ ଟନ୍‌। ବିଶ୍ୱତାପମାନ ବୃଦ୍ଧି ତଥା ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ହୋଇଥିବା ପରିବେଶବିତ୍‌ମାନେ ଅନୁମାନ କରୁଛନ୍ତି। ଏନେଇ ଏକ ରିପୋର୍ଟ ମଧ୍ୟ ପ୍ରକାଶ ପାଇଛି। ଆସନ୍ତା ୩୩ ବର୍ଷ ମଧ୍ୟରେ ପୃଥବୀର ଦୁଇ ଗୋଲାର୍ଦ୍ଧରେ ଥିବା ହିମଖଣ୍ଡ ତରଳି ଯିବ। ଏହା ଦ୍ୱାରା ସମୁଦ୍ର ଜଳସ୍ତର ବଢ଼ି ପୃଥିବୀ ଜଳମଗ୍ନ ହେବ । ୨୦୫୦ ସୁଦ୍ଧା ବୃହତ୍‌ ହିମଖଣ୍ଡ ତରଳି ପୃଥିବୀ ପାଇଁ ସୃଷ୍ଟି ସଙ୍କଟ କରିବ। ବିଶ୍ୱତାପମାନ ବଢୁଥିବାରୁ ଅନେକ ପ୍ରାଣୀ ତଥା ପକ୍ଷୀ ସେମାନଙ୍କ ବାସସ୍ଥାନ ଆସନ୍ତା କିଛି ବର୍ଷ ମଧ୍ୟରେ ପରିବର୍ତ୍ତନ କରିବେ। ଏହାଦ୍ୱାରା ସ୍ଥିତି ଅତି ସଙ୍କଟ ଜନକ ହେବ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri