ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍‌ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର ରାତ୍ରୀକାଳିନ ପରୀକ୍ଷଣ କରାଯାଇଥିଲା। ସନ୍ଧ୍ୟା ୭ଟା ୪୮ ମିନିଟ୍‌ ସମୟରେ କ୍ଷେପଣାସ୍ତ୍ରର ଉତ୍‌କ୍ଷେଣ ପରେ ଉପକୂଳରେ ଥିବା ଅତ୍ୟାଧୁନିକ ରାଡ଼ାର ସହାୟତାରେ ଏହାର ଗତି ପଥ ନିରୀକ୍ଷଣ କରାଯାଇଥିଲା। ନିର୍ଦ୍ଧାରିତ ସମୟରେ ଏହା ଲକ୍ଷ୍ୟଭେଦ କରିଥିଲା।
ପ୍ରତିରକ୍ଷା ବିଭାଗ ସୂତ୍ରରୁ ଜଣାଯାଇଛି ଯେ, ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରକୁ ଦ୍ୱିତୀୟ ଥର ସକାଶେ ସନ୍ଧ୍ୟା ସମୟରେ ଏଠାରେ ପରୀକ୍ଷା କରାଯାଇଥିଲା। ଷ୍ଟ୍ରାଟେଜିକ୍‌ ଫୋର୍ସ କମାଣ୍ଡୋ ଏହି ବ୍ୟବହାରିକ ପରୀକ୍ଷଣ କରିଥିଲେ। ପୃଥ୍ବୀ-୨ କ୍ଷେପଣାସ୍ତ୍ରର ଲମ୍ବ ୯ ମିଟର। ମୋଟେଇ ୧୧୦ ସେଣ୍ଟିମିଟର। ୫୦୦ରୁ ୧୦୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଏହା ଯୁଦ୍ଧାସ୍ତ୍ର ବହନ କରି ୩୫୦ କି.ମି. ଦୂରତା ମଧ୍ୟରେ ଲକ୍ଷ୍ୟଭେଦ କରିବା କ୍ଷମତା ରଖିଛି। ୨୦୦୩ରୁ ଏହି କ୍ଷେପଣାସ୍ତ୍ରକୁ ଭାରତୀୟ ସେନାରେ ନିୟୋଜିତ କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri