ପେଟରୁ ବାହାରିଲା ଏଲ୍‌ଇଡି ବଲ୍‌ବ

ଫରିଦାବାଦ୍‌,୭।୨: ହରିୟାଣାର ଫରିଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୦ ବର୍ଷୀୟ ବାଳକଙ୍କ ପେଟରୁ ଏଲ୍‌ଇଡି ବଲ୍‌ ବାହାର କରାଯାଇଛି। ଫରିଦାବାଦର ସେକ୍ଟର ୬୨ରେ ରହୁଥିବା ପ୍ରମୋଦ କୁମାରଙ୍କ ଭଣଜା ଅଭିଷେକ(୧୦) ୧୦ ଦିନ ପୂର୍ବେ ଖେଳୁଥିବାବେଳେ ପ୍ରବଳ କାଶ ହୋଇଥିଲା। ଏହାପରେ ଛାତିରେ ଯନ୍ତ୍ରଣା ମଧ୍ୟ ହୋଇଥିଲା। ତାଙ୍କୁ ପରିବାର ଲୋକେ କାଶ ଔଷଧ ଆଣି ଦେଇଥିଲେ। କିନ୍ତୁ କାଶ ଏବଂ ଛାତି ଯନ୍ତ୍ରଣା କମି ନ ଥିଲା। ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ପରୀକ୍ଷା ପରେ ତାଙ୍କ ଶ୍ୱାସନଳୀରେ କୌଣସି ଏକ ଜିନିଷ ଅଟକି ଯାଇଥିବା ଡାକ୍ତରମାନେ କହିଥିଲେ। ଅଭିଷେକଙ୍କ ବୟସ କମ୍‌ ହୋଇଥିବାରୁ ପେଟରେ ଅପରେଶନ କରାଯିବା ନିରାପଦ ନୁହେଁ ଭାବି ଡାକ୍ତରମାନେ ଆଧୁନିକ ଉପାୟରେ ଶ୍ୱାସନଳୀରେ ଅଟକି ଯାଇଥିବା ଜିନିଷଟିକୁ ବାହାର କରିଥିଲେ। ପରେ ଜଣାପଡିଥିଲା ଉକ୍ତ ଜିନିଷଟି ଖେଳନାରେ ବ୍ୟବହୃତ ହେଉଥିବା ଏଲ୍‌ଇଡି ବଲ୍‌ବ। ଖେଳୁଥିବାବେଳେ ଅଭିଷେକ ତାକୁ ଗିଳିଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ରାଉଣ୍ଡ ଫଳାଫଳ: ଦ୍ରୌପଦୀ ମୁର୍ମୁ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏଥିପାଇଁ ସକାଳ ୧୧ଟାରୁ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମ ରାଉଣ୍ଡ ଭୋଟ ଗଣନାରେ ଏନଡିଏ ପ୍ରାର୍ଥୀ...

ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍‌ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦...

ଅଚଳନ୍ତି ନୋଟକୁ ସ୍ବୀକୃତି ଦେବା ଦାବିର ଶୁଣାଣି ପାଇଁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୩ : ବିମୁଦ୍ରୀକରଣରେ ଅଚଳ ହୋଇଥିବା ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ ଗ୍ରହଣ କରିବାକୁ ଚାହୁଁଥିବା ପୃଥକ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା...

୧୫ ଅଗଷ୍ଟ, ୨୬ ଜାନୁୟାରୀରେ ପତାକା ଉତ୍ତୋଳନରେ କ’ଣ ରହିଛି ପାର୍ଥକ୍ୟ

ସାଧାରଣତଃ ୧୫ ଅଗଷ୍ଟ ଓ ୨୬ ଜାନୁୟାରୀରେ ଭାରତର ଜାତୀୟ ପତାକାକୁ ସାରା ଦେଶରେ ଉତ୍ତୋଳନ କରାଯାଇଥାଏ। ହେଲେ ଏହି ୨ଦିନ ଭିନ୍ନ ଭିନ୍ନ ଭାବେ...

ଗୋବିନ୍ଦାଙ୍କ ଗୀତରେ ଭାଉଜଙ୍କ ଜବରଦସ୍ତ ଡ୍ୟାନ୍ସ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ନିଜର ପ୍ରତିଭା ପ୍ରଦର୍ଶନ କରିବାକୁ ଲୋକମାନେ ବିଭିନ୍ନ ପ୍ରକାରର ଭିଡିଓ ଶେୟାର କରିଥାନ୍ତି। ଏହି ଭିଡିଓଗୁଡ଼ିକ ମଧ୍ୟରୁ କିଛି ହୃଦୟକୁ ସ୍ପର୍ଶ କରିଥାଏ।...

ଗୁଜରାଟରେ ଭାଜପାର ରେକର୍ଡ ବିଜୟ ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ମୋଦି

ନୂଆଦିଲ୍ଲୀ,୮।୧୨: ଗୁଜରାଟ ଏବଂ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ନିଜ ରାଜ୍ୟରେ ଭାଜପାର ରେକର୍ଡ...

ଦ୍ରୌପଦୀଙ୍କ ସହ କାମ କରିବାକୁ ପ୍ରସ୍ତୁତ- ସି ଜିନପିଙ୍ଗ୍‌

ନୂଆଦିଲ୍ଲୀ,୨୫।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ  ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ହୋଇଥିବା ଦ୍ରୌପଦୀଙ୍କୁ ଦେଶ...

ଆର୍ୟନ ମାମଲାରେ ନୂଆମୋଡ

ମୁମ୍ବାଇ,୨୪।୧୦: ଆର୍ୟନ ଖାନ ଡ୍ରଗ୍ସ ମାମଲାରେ ଏବେ ଏକ ନୂଆ ମୋଡ଼ ଆସିଛି। ଜଣେ ସାକ୍ଷୀ ଏନସିବି ଜୋନାଲ ମୁଖ୍ୟ ସମୀର ୱାଙ୍ଖେଡେ ଏବଂ ଅନ୍ୟ...

Advertisement
Archives

Model This Week