ବ୍ରହ୍ମପୁର ଅଫିସ,୨୨ା୧୦- ପେଟରେ କାଠଫାଳିଆ ପଶି ଗୁରୁତର ହୋଇଥିବା ଜଣେ ମହିଳାଙ୍କର ଏମ୍କେସିଜି ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଣିବନ୍ଧ ଗ୍ରାମର ସୁରେନ୍ଦ୍ର ଗୌଡ଼ଙ୍କ ସ୍ତ୍ରୀ ସୁକାନ୍ତି (୪୦)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୫୫୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁୁ କରିଛି। ଘଟଣାରୁ ପ୍ରକାଶ, ସୁକାନ୍ତିଙ୍କ ପଡୋଶୀ ଘର କାନ୍ଥ ନିର୍ମାଣ ଚାଲିଥିଲା। କାନ୍ଥକୁ ଠେସ ଦେବା ପାଇଁ ବ୍ୟବହୃତ ହୋଇଥିବା ଏକ କାଠଫାଳିଆ ହଠାତ ଖସି ଆସି ସେଠାରେ ଠିଆ ହୋଇଥିବା ସୁକାନ୍ତିଙ୍କ ପେଟରେ ପଶି ଯାଇଥିଲା। ଫଳରେ ତାଙ୍କ ପେଟରୁ ଗଭୀର ରକ୍ତସ୍ରାବ ହୋଇଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଆସିକା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ସୁକାନ୍ତିଙ୍କର ମୃତ୍ୟୁ ହୋଇଥିଲା।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ
ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…
ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ
କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…
ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…
ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍…
ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର
ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…
ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…
ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…
Archives

