ପେଟର ଲାଗି ନାଟ: ଜାଦୁ ଖେଲ ଦେଉଛେ ପେଟକେ ଦାନା

ଅତାବିରା, ୩।୬ (ଡି.ଏନ୍‌.ଏ): ପେଟର ଲାଗି ଦାନା ଯୁଗାଡ଼ କରବାକେ ରାଜସ୍ଥାନ ଜଲବାର ଗାଁରୁ ଆସି ଗୁଟେ ପରିବାର ଓଡ଼ିଶାର ଭିନେ ଭିନେ ଅଂଚଲରେ ବୁଲୁଛନ୍‌। ସେମାନେ ଗାଁ ଗାଁ ବୁଲି, ଜାଦୁ ଖେଲ ଦେଖେଇ ଦୁଇ ପଏସା ରୁଜଗାର କରୁଥିବାର ଦେଖ୍‌ବାକେ ମିଲିଛେ। ୭ ବଛର୍‌ର ନିଜର ଟୁକେଲକେ ଜାଦୁ ଖେଲରେ ବାଜି ଲଗେଇ ଭିନେ ଭିନେ ପରକାର କଳା କଉଶଲ ଆର ଜାଦୁ ଦେଖଉଛନ୍‌। ଇ ଘଟନା ଦେଖ୍‌ବାକେ ମିଲିଥିଲା ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ର ଉଦେପୁର ଗାଁରେ। ତାହାକୁ ପଚରାଉଚରା କଲାରୁ ଜନାପଡ଼ଲା ଯେ, ପରିବାରଟା ପେଟପାଟନାର ଲାଗି ରାଜସ୍ଥାନରୁ ଆସି ଓଡ଼ିଶାରେ ଗାଁ ଗାଁ ବୁଲି ଜାଦୁ ଖେଲ ଦେଖଉଛନ୍‌। ରାଜସ୍ଥାନ ଜଲବାର ଗାଁର ସୁନଜି ଆର ଜରିନା ବାନକଁର ପୁଓ ଅଲ୍ଲୀ। ସେ ନିଜର ନାବାଲିକା ଝି’ ସୀମା ସଂଗେ ଅତାବିରା ଆର ଭେଡ଼େନ ବ୍ଲକକେ ଯାଇ ସେଠାନେ ଜାଦୁ ଖେଲ ଦେଖଉଛନ୍‌ ଆର ଫିଦିନ୍‌ ୩ଶହରୁ ୧ ହଜାର ଟଁକା ତକ୍‌ ରୁଜଗାର କରୁଛନ୍‌। ଇ ଜାଦୁ ଖେଲ ତାକର ପରିବାର ଲାଗି କପଡ଼ାଲତା ଆର ପେଟକେ ଦାନା ଦେଉଛେ। ରାଜସ୍ଥାନରେ କାମ୍‌ଧଁଦା ଅଭାବୁ ବହୁତ ବଛର ହେଲା ଆମେ କୁଟୁମବସିଆ ଓଡ଼ିଶାକେ ଆସି ଜାଦୁ ଖେଲ ଦେଖେଇ ପେଟପାଲୁଛୁଁ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବୋଟିଂ

ସମ୍ବଲପୁର,୧ା୪(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ବୋଟିଂ ସେବା ଆରମ୍ଭ ହୋଇଛି। ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହି ସେବାର...

ବିଜିଆର୍‌ ଠିକାକର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଲଖନପୁର,୧।୫(ଡି.ଏନ୍‌.ଏ.)- ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ଲଖନପୁର କୋଇଲାକ୍ଷେତ୍ର ସମ୍ପ୍ରସାରଣରେ ନିୟୋଜିତ ହୋଇଛି ବିଜିଆର୍‌ ମାଇନିଂ ଆଣ୍ଡ୍‌ ଇନ୍‌ଫ୍ରା ଲିଃ ନାମକ ଠିକାସଂସ୍ଥା| ଏହି ଠିକାସଂସ୍ଥାରେ କାର୍ଯ୍ୟରତ କର୍ମଚାରୀମାନେ...

ଏସ୍‌ପି ଅଫିସରେ ମୁଣ୍ଡିଆ ମାରି ଗୁହାରି କଲେ ରଜନୀ

ସମ୍ବଲପୁର,୨୬ା୮(ବ୍ୟୁରୋ):ସ୍ବାମୀ ପ୍ରାୟ ଏକମାସ ହେବ ଦାଦନ ଖଟିବାକୁ ଯାଇ ଆଉ ଫେରିନାହାନ୍ତି। ସ୍ବାମୀ ଗଲାପରେ ପରିବାର ପୋଷଣ ହୋଇ ପାରୁନାହିଁ। ଛୋଟ ପିଲାମାନେ ଥିବାରୁ ରୋଜଗାର...

ପୋଲିସ-ବିସ୍ଥାପିତ ଧସ୍ତାଧସ୍ତି

ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର ସମଲେଇ ଯୋଜନାରେ ବିସ୍ଥାପିତ ଓ ପୋଲିସ ମଙ୍ଗଳବାର ଧସ୍ତାଧସ୍ତି ହୋଇଛନ୍ତି। ସହରର ଘୁନଘୁଟିପଡାରେ ୩ ଘର ଉଚ୍ଛେଦ କରିବା ସମୟରେ ଏଭଳି ସ୍ଥିତି...

ନିସାହା ମହିଲାକଁର ଉପରେ ୫ ଛୁଆର ବୋଝ୍‌

ଭବାନୀପାଟଣା,୧୦।୬ (ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ମାଳିଗାଁ ପଁଚେତ୍‌ର ଭିତରପଦର ଗଁାର ସ୍ବର୍ଗତ ଗଙ୍ଗା ମାଝୀକଁର ବିଧବା ମାଏକିନା ବୁଦାଏ ବଓ୍ବୋ।...

ସମ୍ବଲପୁର ରେଳ ମଣ୍ଡଳ ଅଫିସରେ ହାଣ୍ଡ ଫ୍ରି ସାନିଟାଇଜର ମେଶିନ୍‌ ବସିଲା

ସମ୍ବଲପୁର,୨।୫(ବ୍ୟୁରୋ):ମହାମାରୀ କୋଭିଡ- ୧୯ ସଂକ୍ରମଣକୁ ରୋକିବା ନେଇ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ଅଫିସରେ ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି । ଏହି କ୍ରମରେ ଶନିବାର...

ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ...

ଗଞ୍ଜେଇ ବୋଝେଇ କାର ଦୁର୍ଘଟଣାଗ୍ରସ୍ତ, ଜଣେ ଗିରଫ

ସୋନପୁର,୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀମାନେ ପୋଲିସ ଓ...

Advertisement
Archives

Model This Week