ପେଟ୍ରୋଲ ଡିଜେଲ ଉପରୁ ଟିକସ କମାଇବା ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ, ୩-୧୨ : ପେଟ୍ରୋଲ ଏବଂ ଡିଜେଲ ଉପରେ ଲାଗୁ ହେଉଥିବା ଟିକସ ହ୍ରାସ ନେଇ କୌଣସି ପ୍ରସ୍ତାବ ନାହିଁ ବୋଲି ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ବିଶ୍ୱର କୌଣସି ବି ସ୍ଥାନରେ ଏକ ନିର୍ଦ୍ଦିଷ୍ଟ ସମୟରେ ଇନ୍ଧନ ଦର ସ୍ଥିର ରହୁ ନ ଥିବା ପାର୍ଲାମେଣ୍ଟ ପ୍ରଶ୍ନକାଳରେ ଏକ ଉତ୍ତର ରଖି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏହା କହିଛନ୍ତି। ପେଟ୍ରୋଲ, ଡିଜେଲ ଜିଏସ୍‌ଟି ପରିସରକୁ ଆସିବା ନେଇ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ, ଏହାକୁ ବର୍ତ୍ତମାନ ଜିରୋ ଟିକସ ସ୍ଲାବରେ ରଖାଯାଇଛି। ଜିଏସ୍‌ଟି ପରିଷଦ ଏହାର ହାର ନିର୍ଦ୍ଧାରଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ମାନସିକତା ସଫଳତା ଆଣିଦିଏ: ଶିଳ୍ପପତି ପ୍ରମୋଦ ଚନ୍ଦ୍ର ରଥ

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଅନେକ ପ୍ରମୁଖ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ସଫଳତାର ସହ ସମ୍ପନ୍ନ କରି ସେ ଉଚ୍ଚ ପ୍ରଶଂସିତ। ବୈଷୟିକ ଶିକ୍ଷା...

ବିଏସ୍‌ଏନ୍‌ଏଲ୍‌ କର୍ମଚାରୀ ସଂଘର ଆମରଣ ଅନଶନ ଆଜି

ନୂଆଦିଲ୍ଲୀ,୨୫-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) କର୍ମଚାରୀ ସଂଘ ଦେଶବ୍ୟାପୀ ନଭେମ୍ବର ୨୫(ସୋମବାର)ରେ ଆମରଣ ଅନଶନ କରିବେ। ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌) ନେବାକୁ କମ୍ପାନୀ...

ତେଲ ଦର ବଢ଼ାଇ ୨୩ ଲକ୍ଷ କୋଟି ଆଦାୟ କରିଛନ୍ତି ସରକାର:ରାହୁଲ

ନୂଆଦିଲ୍ଲୀ,୨ା୯: ତେଲ ଏବଂ ଗ୍ୟାସ୍‌ର ଲଗାତର ଦରବୃଦ୍ଧିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ବୁଧବାର ଟାର୍ଗେଟ କରିଛନ୍ତି। ଗତ ୭ ବର୍ଷରେ...

ବିଳମ୍ବ ହେବ ମାଲ୍ୟାଙ୍କ ପ୍ରତ୍ୟର୍ପଣ

ନୂଆଦିଲ୍ଲୀ,୫।୬: ବ୍ୟାଙ୍କଗୁଡ଼ିକରୁ ୯ ହଜାର କୋଟି ଟଙ୍କାର ଋଣ ଖିଲାପୀ ମାମଲାରେ ଜଡ଼ିତ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଦେଶକୁ ଫେରାଇ ଆଣିବା ବିଳମ୍ବ ହେବ।...

ସାନିଟାଇଜର ମୂଲ୍ୟ ଉପରେ ସୀମା ଧାର୍ଯ୍ୟ

ନୂଆଦିଲ୍ଲୀ,୨୨-୩ : ହ୍ୟାଣ୍ଡ ସାନିଟାଇଜର ମୂଲ୍ୟ ଉପରେ ସରକାର କଟକଣା ଲଗାଇବା ସହ ସୀମା ଧାର୍ଯ୍ୟ କରିଛନ୍ତି। ଜୁନ ୩୦ ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର...

କାଇନେଟିକ୍‌ ଗ୍ରୀନ୍‌ର ଜିଙ୍ଗ୍‌ ହାଇ-ସ୍ପିଡ୍‌ ସ୍କୁଟର ଉନ୍ମୋଚିତ

ନୂଆଦିଲ୍ଲୀ,୧୧ା୯: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ(ଇଭି) ନିର୍ମାତା କାଇନେଟିକ୍‌ ଗ୍ରୀନ୍‌ ଏନର୍ଜି ଆଣ୍ଡ ପାୱାର ସଲ୍ୟୁସନ ଲିମିଟେଡ୍‌ ପକ୍ଷରୁ ୨ଚକିଆ ଇଭି ଯାନ ଜିଙ୍ଗ୍‌ ହାଇ ସ୍ପିଡ୍‌...

ପିଏମ୍‌ କିଷାନରେ କୃଷକଙ୍କୁ ୫୦,୮୫୦ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୨୩।୨ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ କେନ୍ଦ୍ର ସରକାର ୫୦,୮୫୦ କୋଟି ଟଙ୍କା ପ୍ରଦାନ କରିଥିବା ଶନିବାର କହିଛନ୍ତି। ଇନପୁଟ ଖର୍ଚ୍ଚ ଏବଂ ଘର ଖର୍ଚ୍ଚ ଉଠାଇବା...

କର୍ପୋରେଟ ମାମଲାରେ ସୁପ୍ରିମକୋର୍ଟ ଗଲେ ଅଜୀମ ପ୍ରେମଜୀ

ନୂଆଦିଲ୍ଲୀ,୨୮।୬: ଏକ କର୍ପୋରେଟ ଆପରାଧୀକ ଅଭିଯୋଗରେ ବାଙ୍ଗାଲୋର କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଆଇଟି କ୍ଷେତ୍ରର ଜଣାଶୁଣା ବ୍ୟକ୍ତିତ୍ୱ ଅଜୀମ ପ୍ରେମଜୀ ଏବଂ ତାଙ୍କ ସ୍ତ୍ରୀ...

Advertisement
Archives

Model This Week