ପେଟ୍ରୋଲ, ଡିଜେଲ ଦର ବଢ଼ିଲା

ନୂଆଦିଲ୍ଲୀ,୧୮-୯: ସୌଦି ଆରବର ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ପରେ ଅଶୋଧିତ ତେଲ ବଜାରରେ ହଇଚଇ ସୃଷ୍ଟି ହୋଇଛି। ଏହି କାରଣରୁ ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ଜୁଲାଇ ୫ରେ ସାଧାରଣ ବଜେଟ ଉପସ୍ଥାପନ ପରେ ସର୍ବବୃହତ ବୃହତ ବୃଦ୍ଧି ଦେଖିବାକୁ ମିଳିଛି। ଦିଲ୍ଲୀରେ ପେଟ୍ରୋଲ ଦର ୧୪ ପଇସା ବଢ଼ି ୭୨.୧୭ ଟଙ୍କା ପ୍ରତି ଲିଟର ହୋଇଥିବା ବେଳେ ଡିଜେଲ ଦର ୧୫ ପଇସା ବଢ଼ି ୬୫.୫୮ ଟଙ୍କା ହୋଇଥିବା ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ସୂତ୍ରରୁ ପ୍ରକାଶ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପେଟ୍ରୋଲ ଓ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବଢ଼ାଇ ଦେଇଥିଲେ। ଫଳରେ ତେଲ ଦର ପ୍ରାୟ ଅଢ଼େଇ ଟଙ୍କା ଲିଟର ପ୍ରତି ବଢ଼ିଯାଇଛି। ସୋମବାର ଅନ୍ତର୍ଜାତୀୟ ବଜାରରେ ତେଲ ଦର ୨୦ ପ୍ରତିଶତ ବୃଦ୍ଧି ପାଇବା କାରଣରୁ ମଙ୍ଗଳବାର ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ବୃଦ୍ଧି ପାଇଛି। ତେବେ ମଙ୍ଗଳବାର ଅନ୍ତର୍ଜାତୀୟ ବଜାରର ଅଶୋଧିତ ତେଲ ଦର ୦.୫% ହ୍ରାସ ପାଇ ୬୮.୬୬ ଡଲାର ପ୍ରତି ବ୍ୟାରେଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାୟ ୫୦% ୨ ହଜାରିଆ ନୋଟ୍‌ ଫେରିଲାଣି

ମୁମ୍ବାଇ,୯ା୬: ଦେଶର ବ୍ୟାଙ୍କଗୁଡ଼ିକୁ ପ୍ରାୟ ୧.୮୦ ଲକ୍ଷ କୋଟି ଟଙ୍କାର ୨ ହଜାରିଆ ନୋଟ୍‌ ଫେରିଲାଣି ବୋଲି ଗୁରୁବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ନର...

ଦୁର୍ବଳତାରୁ ଆରମ୍ଭ ହୋଇଥିଲା ବ୍ୟବସାୟ

ପିଲାଟି ଦିନରୁ ଗାଡ଼ି ପ୍ରତି ଦୁର୍ବଳତା ରହିଥିଲା। ଏପରି କି ବଡ଼ ହେଲା ପରେ ମଧ୍ୟ ଗାଡ଼ି ସହ ଏକ ପ୍ରକାର ମାନସିକ ଭାବନା ଯୋଡ଼ି...

ପରମିନ୍ଦର ପିଏଫ୍‌ସିଏଲ୍‌ର ନୂଆ ସିଏମ୍‌ଡି

ଭୁବନେଶ୍ୱର,୨୦।୮ (ଅଭୟ ଦାଶ): ଦେଶର ସର୍ବବୃହତ୍‌ ଏନ୍‌ବିଏଫ୍‌ସି ପ୍ରତିଷ୍ଠାନ ପାୱାର ଫାଇନାନ୍ସ କର୍ପୋରେଶନ ଲିମିଟେଡ୍‌ (ପିଏଫ୍‌ସିଏଲ୍‌)ର ଚେୟାରମ୍ୟାନ ତଥା ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ପରମିନ୍ଦର...

କ୍ରମ୍ପଟନର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର, ୮।୯: କ୍ରମ୍ପଟନ ଗ୍ରୀଭ୍‌ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ୍‌ (ସିଜିସିଇଏଲ୍‌) ର ନୂତନ ଉତ୍ପାଦ ‘ସୋଲାରିୟନ ବଗିଚା ଲାଇଟ’କୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷ କରି...

ଅଟୋ ଶିଳ୍ପ ଉପରେ କରୋନା ପ୍ରଭାବ: କାର୍‌ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୨।୩: କରୋନା ସଂକ୍ରମଣର ପ୍ରଭାବ ଧୀରେଧୀରେ ବିଭିନ୍ନ ଶିଳ୍ପସଂସ୍ଥା ଉପରେ ପଡ଼ିବାରେ ଲାଗିଛି। କରୋନା ସଂକ୍ରମଣ ହେବାକୁ ଇତିମଧ୍ୟରେ ଗତ ୨ ମାସରୁ ଅଧିକ ସମୟ...

ଆଇଏମ୍‌ଏଫ୍‌ର ନୂଆ ମୁଖ୍ୟ ରେସ୍‌ରେ ରାଜନ

ନୂଆଦିଲ୍ଲୀ,୨୩-୭: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ନୂଆ ମ୍ୟାନେଜିଂ ଡାଇରେକ୍ଟର(ଏମ୍‌ଡି) ରେସ୍‌ରେ ସମସ୍ତଙ୍କ ଆଗରେ ରହିଛନ୍ତି। ଆଇଏମ୍‌ଏଫ୍‌ର...

କରୋନା ସଙ୍କଟ ଟାଳିବାକୁ ଅଧିକ ପଦକ୍ଷେପ ନିଆଯିବ

ନୂଆଦିଲ୍ଲୀ,୨୩।୫: କରୋନା ସଙ୍କଟକୁ ଟାଳିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏ ଦିଗରେ ସରକାର ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି...

ୟୁବିଆଇ ପକ୍ଷରୁ ୧.୩୪ କୋଟିର ଋଣ ମଞ୍ଜୁର

ଭୁବନେଶ୍ୱର,୧୫।୬: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ବାଲେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବାଲେଶ୍ୱରର ବାଳମୁକୁଳିଠାରେ ଏକ ଜନ ସୁରକ୍ଷା ଶିବିର ଓ ସ୍ବୟଂ ସହାୟକ...

Advertisement
Archives

Model This Week