ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳିଦେବାକୁ ଉଦ୍ୟମ

 

ଭଞ୍ଜନଗର,୨୫।୧(ଡି.ଏନ୍‌.ଏ.)

ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇ ଛକରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ଜଣେ ଯୁବକଙ୍କୁ ୨ଜଣ ପେଟ୍ରୋଲ ପକାଇ ନିଅଁା ଲଗାଇ ଦେଇଥିଲେ। ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେହେଲେ ଧୁମୁଛାଇର ସନ୍ତୋଷ ନାୟକ (୩୨)। ସନ୍ତୋଷଙ୍କୁ ପ୍ରଥମେ ଭଞ୍ଜନଗର ମେଡ଼ିକାଲ ଓ ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
ଯେ, ସନ୍ତୋଷ ଶୁକ୍ରବାର ଅପରାହ୍ନରେ ଗ୍ରାମ ଛକକୁ ବୁଲି ଯାଇଥିଲେ। ଏହି ସମୟରେ ସେଠାରେ ଜଣେ ଅଭିଯୁକ୍ତ ସନ୍ତୋଷଙ୍କୁ କାବୁ କରି ନେବାପରେ ଅନ୍ୟଜଣେ ତାଙ୍କ ଦେହରେ ପେଟ୍ରୋଲ ଢ଼ାଳିଥିଲେ। ଏହାପରେ ଅଭିଯୁକ୍ତମାନେ ନିଅଁା ଲଗାଇ ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟଲୋକେ ସନ୍ତୋଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦମକଳ ବାହିନୀ ସହାୟତାରେ ଭଞ୍ଜନଗର ହସ୍‌ପିଟାଲକୁ ନେଇଥିଲେ। ପୋଲିସ ଭଞ୍ଜନଗର ମେଡ଼ିକାଲରେ ପହଞ୍ଚତ୍ ଯୁବକଙ୍କ ବୟାନ ରେକର୍ଡ଼ କରିଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ପୂର୍ବ ଶତ୍ରୁତାରୁ ଏହିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ପୋଲିସ ଏନେଇ ବିଶେଷ କିଛି କହୁ ନ ଥିଲେ ମଧ୍ୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଆକ୍ରମଣକାରୀ ଦୁଇ ଯୁବକ ଧୁମୁଛାଇ ଓ ନୂଆଗଁାର ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨।୧(ବ୍ୟୁରୋ): ଜାତୀୟ ରାଜପଥରେ ଲଗାଯିବ ସିସିଟିଭି। ରାଜ୍ୟରେ ବଢ଼ିବାରେ ଲାଗିଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଗିରିସୋଲାରୁ...

ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ମାନବାଧିକାର କମିଶନ: ୩ ମାସ ମଧ୍ୟରେ ଦୁର୍ଘଟଣା ଘଟିଲେ କିଏ ଦାୟୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ୍‌ ଲାଗୁ ହେବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଫଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ରାଫିକ୍‌ ଡକ୍ୟୁମେଣ୍ଟ...

ଅମାନବୀୟ ଘଟଣା: ଯୁବକଙ୍କୁ ଅଧା ଲଣ୍ଡାକରି ଗାଁରେ ବୁଲାଇଲେ, ପାଣି ମାଗିବାରୁ ପରିସ୍ରା ପିଆଇଲେ

ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ତିହିଡି ଥାନା ଅନ୍ତର୍ଗତ ବାଉଁଶବାଗ ଗ୍ରାମରେ ଏକ ଅମାନବୀୟ କାଣ୍ଡ ଘଟିଛି। ବିବାହିତାଙ୍କ ସହ ସମ୍ପର୍କ ରଖିବାକୁ ନେଇ...

ଦେଢ଼ଶୁରଙ୍କୁ କୋଡ଼ିରେ ହାଣି ହତ୍ୟା କଲେ ଭାଇବୋହୂ; ପ୍ରତିଶୋଧ ନେବା ପାଇଁ…

ଜଗନ୍ନାଥପ୍ରସାଦ,୪ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତି ବେଢାସାହି ଗ୍ରାମରେ ଶନିବାର ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଭାଇବୋହୂ କୋଡ଼ିରେ ହାଣି ଦେଢ଼ଶୁରଙ୍କୁ...

ଜମି ଦେବାକୁ କହି ୫୫ଲକ୍ଷ ଠକେଇ: ବିଲ୍‌ଡର୍‌ ଗିରଫ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଜମି ଦେବାକୁ କହି ୫୫ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶହୀଦନଗର ଥାନା ପୋଲିସ ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ଗିରଫ ବିଲ୍ଡର ଜଣଙ୍କ ହେଲେ...

ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ କଡ଼ା ତାଗିଦ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ କଡ଼ା ତାଗିଦ କରିଛି। ଗତ ଅଗଷ୍ଟ ମାସରେ ପଦୋନ୍ନତି ପାଇଥିବା ବେଳେ ଅନେକ ଏବେ ବି...

ପଲାସାରୁ ଚାଲିଚାଲି ପୁରୁଷୋତ୍ତମପୁରରେ ପହଞ୍ଚିଲେ ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକ

ପୁରୁଷୋତ୍ତମପୁର,୧୧ା୫(ଡି.ଏନ୍‌.ଏ.): କରୋନା ପ୍ରକୋପରୁ ସମସ୍ତେ ହାହାକାର ହୋଇ ପଡ଼ିଥିବା ବେଳେ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ନିଜ ଭିଟାମାଟିକୁ ଫେରିବା...

ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ

ଗଞ୍ଜାମ,୧୫।୭(ଡି.ଏନ୍‌.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ...

Advertisement
Archives

Model This Week