ପେଟ ସମସ୍ୟା ଦୂର କରେ ପାନମଧୁରୀ

ପାନମଧୁରୀକୁ ମାଉଥଫ୍ରେସନର୍‌ ଭାବେ ବ୍ୟବହାର କରାଯାଏ। ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ପାନ ମଧୁରୀ ଦୃଷ୍ଟିଶକ୍ତି, ହଜମ ଶକ୍ତି, କଫ ଭଳି ଶରୀରର ଅନେକ ସମସ୍ୟା ଦୂର କରିଥାଏ।

ନିିୟମିତ ପାନମଧୁରୀ ଖାଇଲେ ପେଟଜନିତ ସମସ୍ୟା ଯେପରିକି ଗ୍ୟାସ୍‌, ଏସିଡିଟି, ବଦହଜମି ଦୂର ହୋଇଥାଏ। ପାନମଧୁରୀ ଓ ମିଶ୍ରିକୁ ସମାନ ଭାବରେ ନେଇ ତାହାକୁ ଏକ ପାଉଡର ପ୍ରସ୍ତୁତ କରନ୍ତୁ। ସେହି ପାଉଡରକୁ ଗୋଟିଏ ଚାମଚ ରାତିରେ ଖାଇ ଉଷୁମ ପାଣି ପିଇ ଶୋଇଲେ ପେଟ ସମସ୍ୟା ଦୂର ହୋଇଥାଏ।

ପାନମଧୁରୀ ଖାଇଲେ ଦୃଷ୍ଟିଶକ୍ତି ମଧ୍ୟ ବଢିଥାଏ।

ଖାଦ୍ୟ ଖାଇ ସାରିବା ପରେ ପାନମଧୁରୀ ଖାଇଲେ ଖାଦ୍ୟ ସହଜରେ ହଜମ ହୋଇଯାଏ।

ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ ପାନମହୁରୀ ଖାଇଲେ ତ୍ୱଚାରେ ଚମକ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲଡପ୍ରେସର

ଆମ ଶରୀରରେ ରକ୍ତ ସଂଚାଳନ ସକ୍ରିୟ ରହିବା ଦରକାର। ଏଥିରେ ଅସନ୍ତୁଳନ ପରିଲକ୍ଷିତ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ଅସନ୍ତୁଳିତ ରକ୍ତ ସଂଚାଳନକୁ...

ଉପକାରୀ ଅଙ୍ଗୁର

ଅଙ୍ଗୁର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଭିଟାମିନ୍‌ ‘କେ’, ‘ଏ’, ‘ସି’ ଏବଂ ‘ବି-୬’ ଭରି ରହିଛି। ଏହାବ୍ୟତୀତ ଏଥିରେ ମିନେରାଲ,...

କରୋନା ଭାଇରସ୍‌ ପ୍ରତିଷେଧକ ଟିକା

ଚାଇନା ଟିକା: PiCoVacc ଏକ ବେସରକାରୀ ଚାଇନା ସଂସ୍ଥା ସାଇନୋଭ୍ୟାକ (Sinovac) ଦ୍ବାରା ବିକଶିତ ଏହି ଟିକା ଏବେ ପରୀକ୍ଷଣର ମିଳିତ ଦ୍ବିତୀୟ ଓ ତୃତୀୟ...

ଅଜୀର୍ଣ୍ଣ ସମସ୍ୟାର ଘରୋଇ ଉପଚାର

ବିଭିନ୍ନ ପ୍ରକାର ଖାଦ୍ୟ ଆବଶ୍ୟକତା ଠାରୁ ଅଧିକ ପରିମାଣରେ ଖାଇଲେ, ଖାଇବା ଅନୁସାରେ ପାଣି ନ ପିଇଲେ, ଅଜୀର୍ଣ୍ଣ ସମସ୍ୟା ଦେଖାଦେଇଥାଏ। ଏପରି କେତେକ ଘରୋଇ...

ଭଲ ସାଙ୍ଗଙ୍କୁ ଚିହ୍ନିବା ପାଇଁ କିଛି ଟିପ୍ସ: ଯାହା ଜଣାଇବ କିଏ ଭଲ କିଏ ଖରାପ

କୌଣସି ମଣିଷଙ୍କୁ ଚିହ୍ନିବା ସବୁଠାରୁ କଷ୍ଟକର। ସମସ୍ତଙ୍କ ମଧ୍ୟରେ ଯଦି କଥା ବନ୍ଧୁଙ୍କୁ ଚିହ୍ନିବାରେ ଆସେ, ତେବେ ତାହା ଅଧିକ ଗମ୍ଭୀର ହୋଇଥାଏ। ଅନେକ ସମୟର...

ଚର୍ବି ହ୍ରାସ କରେ ଭଜା ଚଣା

ଭଜା ଚଣା ତ ଅନେକଥର ଖାଇଥିବେ। ତେବେ ଏହା ଯେ କେବଳ ପାଟିକୁ ସୁଆଦିଆ ତାହା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍‌ ଲାଭକାରୀ।...

ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ଅନେକ କିଛି ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ...

ପ୍ରଥମ ରୋଜଗାର ପ୍ରଥମ ଦରମାରେ ସାହିତ୍ୟ ପତ୍ରିକା କିଣିଥିଲି

ଅଧ୍ୟାପକ ତଥା ସାହିତି୍ୟକ ଅମ୍ବିକା ପ୍ରସାଦ ସାମନ୍ତରାୟ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଖୋର୍ଦ୍ଧା ଜିଲା ବାଲୁଗାଁ ସାନ୍ତରାପୁରରେ ମୋ ଜନ୍ମ। ବାଲୁଗାଁ...

Advertisement


Archives

Model This Week