ପେଟ ସମସ୍ୟା ପାଇଁ ଉପକାରୀ ଗାଜର ଜୁସ୍‌

ଗାଜରରେ ଭରପୂର୍‌ ମାତ୍ରାରେ କ୍ୟାଲ୍‌ସିୟମ୍‌, ଫାଇବର୍‌, ଭିଟାମିନ୍‌ ଏ, ବି, ଓ ସି ମହଜୁଦ୍‌ ରହିଛି, ଯାହା କୋଲେଷ୍ଟୋରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖେ। ନିୟମିତ ଗାଜର ଜୁସ୍‌ ସେବନ ଦ୍ୱାରା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାମ କରିବା ପରେ ଅଧିକ ଥକ୍କା ଲାଗୁଥିଲେ, ସକାଳୁ ଖାଲିପେଟରେ ଅଧ ଗ୍ଲାସ୍‌ ଗାଜର ଜୁସ୍‌ରେ ପାଳଙ୍ଗ ରସ, ଭଜା ଜିରା ଏବଂ କଳା ଲୁଣ ମିଶାଇ ସେବନ କଲେ ସତେଜ ଲାଗିଥାଏ। ସାରାଦିନ ଶରୀରକୁ ଶକ୍ତି ମିଳିଥାଏ। ଏହାଛଡ଼ା ଯଦି ନିୟମିତ ରୂପେ ଗାଜର ଜୁସ୍‌ ସେବନ କରାଯାଏ, ତେବେ ଶରୀର ଭିତରୁ ଉଷୁମ୍‌ ରହିଥାଏ। ଏମିତିକି କୋହଲା ପବନ ଯୋଗୁ ଆପଣଙ୍କୁ ଥଣ୍ଡା କି କାଶ ହେବାର ସମ୍ଭାବନା ନଥାଏ। ଗାଜର ରସରେ କିଛି କଳା ଲୁଣ ପକାଇ ପିଇଲେ ଥଣ୍ଡା, କାଶ, ଜ୍ୱର ଓ କଫ ସମସ୍ୟା ଠିକ୍‌ ହୋଇଯାଏ। କେବଳ ସେତିକି ନୁହେଁ, ପେଟ ପାଇଁ ଗାଜର ବେଶ୍‌ ଉପକାରୀ। ପେଟ ସମ୍ବନ୍ଧୀୟ କୌଣସି ସମସ୍ୟା ଥିଲେ, ନିୟମିତ ଗାଜର ଜୁସ୍‌ରେ ଲେମ୍ବୁ ରସ ଓ ପାଳଙ୍ଗ ରସ ମିଶାଇ ପିଇବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ୪୪ ଘଣ୍ଟାର ନିଦ ହରାଉଛି ମଣିଷ, ମହିଳାଙ୍କଠାରେ ସମସ୍ୟା ଅଧିକ…

କୋପେନହେଗେନ୍‌, ୩୧।୫ : ନିକଟରେ ହୋଇଥିବା ଏକ ଅନୁସନ୍ଧାନ ଅନୁଯାୟୀ, ତାପମାତ୍ରା ବୃଦ୍ଧି ସହିତ ଆମର ଶୋଇବା ସମୟ ହ୍ରାସ ପାଉଛି। ରାତିରେ ଉତ୍ତାପ ବୃଦ୍ଧି...

ସମର୍‌ ଡ୍ରିଙ୍କ୍ସ

ଖରାଦିନେ ସୂର୍ଯ୍ୟଙ୍କ ଉତ୍ତାପରୁ ରକ୍ଷା ପାଇବା ପାଇଁ ଅନେକେ ହାଲ୍‌କା ପୋଷାକ ପରିଧାନ କରିବା ସହ ଛାଇରେ ରହିବାକୁ ବେଶି ପସନ୍ଦ କରିଥାନ୍ତି। ଏହାଦ୍ୱାରା ଶରୀରର...

ଅର୍ଶ ସମସ୍ୟା ଦୂରକରେ ବାସି ଭାତ

ଭାତ ବଳିଗଲେ ବା ବାସି ହୋଇଗଲେ ଏହାକୁ ଅନେକ ଲୋକ ଫୋପାଡି ଦେଇଥାଆନ୍ତି। ହେଲେ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଗବେଷକମାନେ ମତ...

ପାଠପଢ଼ା ଆଗ୍ରହକୁ ସକ୍ରିୟକରେ ବ୍ୟାୟାମ

ବ୍ୟାୟାମ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ସହଜ ନୁହେଁ। ଆଜିକାଲି ଅନେକେ ଏହାକୁ ନିଜର ଦୈନନ୍ଦିନ ଜୀବନଶୈଳୀରେ ସାମିଲ କରିଥିବା ଦେଖିବାକୁ...

ମଧୁମେହ ହୋଇଥିଲେ….

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି।...

ବିବାହକୁ ନେଇ ମନରେ କାହିଁକି ଆସେ ଏମିତି ପ୍ରଶ୍ନ

ବିବାହ ଭଳି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ମନକୁ ଅନେକ ପ୍ରଶ୍ନ ଆସିଥାଏ। ଏହାକୁ ନେଇ ଉଭୟ ଝିଅ ଓ ପୁଅଙ୍କ ମନରେ ପ୍ରଶ୍ନ ଉଠିବା...

ଟ୍ରେଣ୍ଡରେ ‘ଟି ଲେଙ୍ଗ୍‌ଥ ଡ୍ରେସ୍‌’

ଯେଉଁ ଡ୍ରେସ୍‌ର ଲମ୍ବା ଆଣ୍ଠୁ ତଳକୁ, ହେଲେ ଗୋଇଠି ଉପରକୁ ରହିଥାଏ, ତାକୁ ଟି ଲେଙ୍ଗ୍‌ଥ ଡ୍ରେସ୍‌ କୁହାଯାଏ। ଏହି ଡ୍ରେସ୍‌କୁ ପିନ୍ଧିଲେ କମ୍ଫଟେବଲ ଲାଗିବା...

ସୁନ୍ଦରତା ବଢ଼ାଏ ଜାଇଫଳ

କବଳ ଖାଦ୍ୟରେ ନୁହେଁ ବରଂ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଜାଇଫଳଔଷଧ ଭଳି କାମ କରିଥାଏ।  ଏଥିରେ ଥିବା ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌ ଭଳି  ପୋଷକ ତତ୍ତ୍ୱ...

Advertisement
Archives

Model This Week