Posted inଫୁରସତ

ପେଣ୍ଟିଂର ମୂଲ୍ୟ ୧୭୭ କୋଟି

୨୦୦୦ ମସିହାରେ ଜାପାନୀ ପେଣ୍ଟର ୟୋଶିତୋମା ନାରା କରିଥିଲେ ଏକ ପେଣ୍ଟିଂ। ସେତେବେଳେ ତା’ର ମୂଲ୍ୟ କିଛି ନ ଥିଲା। ତେବେ ନିକଟରେ ଏହାକୁ ନିଲାମ କରାଯାଇଛି। ଆଉ ତାହା ବିକ୍ରି ହୋଇଛି ୧୭୭ କୋଟି ଟଙ୍କାରେ। ପେଣ୍ଟିଂରେ ଏକ କାର୍ଟୁନ ଝିଅ ଅଛି, ଯାହାର ଟାଇଟଲ ଦିଆଯାଇଛି ‘ନାଇଫ୍‌ ବିହାଇଣ୍ଡ ବ୍ୟାକ୍‌’। ଏହାକୁ କିଣିବା ପାଇଁ ୬ ଜଣ ନିଲାମୀ ଡାକିଥିଲେ। ପେଣ୍ଟିଂଟି ମାତ୍ର ୧୦ ମିନିଟରେ ବିକ୍ରି ହୋଇଯାଇଥିଲା। ୧୯ ବର୍ଷ ପରେ ତାହା ଏତେ ମୂଲ୍ୟରେ ବିକ୍ରି ହେଲା ଯେ, ୟୋଶିତୋମା ଚକିତ ହୋଇଯାଇଥିଲେ। ପେଣ୍ଟିଂ ବିକ୍ରି ପାଇଁ ଯେତିକି ମୂଲ୍ୟ ଧାର୍ଯ୍ୟ ହୋଇଥିଲା ତା’ର ୫ ଗୁଣ ଅଧିକ ମୂଲ୍ୟରେ ତାହା ବିକ୍ରି ହେଲା। ଏହା ପୂର୍ବରୁ ୧୯୯୯ରେ ତାଙ୍କର ଆଉ ଏକ ପେଣ୍ଟିଂ ୩୧ କୋଟିରେ ବିକ୍ରି ହୋଇଥିଲା। ତା’ର ଟାଇଟଲ ଥିଲା ‘ସ୍ଲିପ୍‌ଲେସ୍‌ ନାଇଟ୍‌’। ତାଙ୍କର ‘ନାଇଫ୍‌ ବିହାଇଣ୍ଡ ବ୍ୟାକ୍‌’ ପେଣ୍ଟିଂଟିକୁ ଏବେକାର ସବୁଠାରୁ ଦାମୀ ପେଣ୍ଟିଂ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri