ପେଣ୍ଠ ବେଳାଭୂମିରେ ୩ ଡଲ୍‌ଫିନ୍‌ଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ରାଜନଗର,୧୪।୧୨(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିରେ ଶନିବାର ୩ଟି ଡଲ୍‌ଫିନ୍‌ର ମୃତଦେହ ଦେଖିବାକୁ ମିଳିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଟ୍ରଲର ମାଡ଼ରେ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ବନବିଭାଗର ଏକ ଟିମ୍‌ ପହଞ୍ଚି ଅନୁଧ୍ୟାନ ଜାରି ରଖିଛି। ଆଉ କିଛିଦିନ ପରେ ଏଠାରେ ଡଲ୍‌ଫିନ୍‌ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥା’ନ୍ତା। ଏହା ପୂର୍ବରୁ ତିନୋଟି ଡଲ୍‌ଫିନ୍‌ଙ୍କ ମୃତ୍ୟୁ ଘଟିବାକୁ ନେଇ ପରିବେଶବିତ୍‌ମାନେ କ୍ଷୋଭ ପ୍ରକାଶ କରିବା ସହ ଚିନ୍ତାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ସ୍ବାମୀ ମୃତ: ସ୍ତ୍ରୀ, ୨ ଝିଅ ଗୁରୁତର

ଦେଓଗାଁ,୯ା୨(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩...

କୋଟିଆରେ ଧର୍ମେନ୍ଦ୍ର: ଗୋ ବ୍ୟାକ୍‌ ଆନ୍ଧ୍ର

ପଟ୍ଟାଙ୍ଗୀ,୨।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତ କରିଛନ୍ତି। ଏହି ସମୟରେ ସେଠାରେ...

‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ...

ଢେଙ୍କାନାଳରେ ସିରିଜ୍‌ ଚୋରି

ଢେଙ୍କାନାଳ ଅଫିସ୍‌, ୩୧ା୫ ସାବିତ୍ରୀ ଓଷା ଅବ୍ୟବହିତ ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲା କଲେଜ ବାଇପାସ୍‌ ଅଞ୍ଚଳରୁ ସିରିଜ୍‌ ଚୋରି ହୋଇଛି। ଦୁର୍ବୃତ୍ତମାନେ...

ବର୍ଷକରେ ଲଣ୍ଡା ପାହାଡ଼ ହେଲା ସବୁଜ ବନାନୀ

ସମ୍ବଲପୁର,୧୧ା୧୦(ବ୍ୟୁରୋ): ପତରା ଜଙ୍ଗଲ କିସମ ହୋଇଥିଲେ ସୁଦ୍ଧା ଲଣ୍ଡା ହୋଇ ପଡ଼ିରହିଥିଲା। ବନ ବିଭାଗ ପ୍ରଚେଷ୍ଟାରେ ଏକବର୍ଷ ଭିତରେ ଏବେ ସବୁଜ ବନାନୀରେ ପରିଣତ ହୋଇଛି।...

ଭଦ୍ରକରେ ଉଚ୍ଛେଦ ବେଳେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ,୨୦।୯: ଭଦ୍ରକ ସହର ବନ୍ତ ଛକଠାରେ ମଙ୍ଗଳବାର ଉଠା ଦୋକାନ ଉଚ୍ଛେଦ ଚାଲିଛି। ତେବେ ଉଚ୍ଛେଦ ସମୟରେ ପୋଲିସ ବ୍ୟବସାୟୀଙ୍କ ମଧ୍ୟରେ ଠେଲାପେଲା ହୋଇଛି।...

ସାପକାମୁଡ଼ାରେ ଚାଲିଗଲା ଅବସରପ୍ରାପ୍ତ କର୍ମଚାରୀଙ୍କ ଜୀବନ

ଗଞ୍ଜାମ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଞ୍ଚାୟତର ଗବୁଡ଼ି ମର୍ଦ୍ଧରାଜପୁର ବାସିନ୍ଦା ତଥା ଅବସରରପ୍ରାପ୍ତ ମୁଖ୍ୟ କିରାଣି ଶଶୀଭୂଷଣ ପଲାଇ (୭୫)ଙ୍କ ସାପ କାମୁଡ଼ାରେ ମୃତ୍ୟୁ...

ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼ କରି ଲୁଟ୍‌, ୨ ଗିରଫ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଏସାର ପେଟ୍ରୋଲ ପମ୍ପ ସମୁଖରେ ଥିବା ମହିନ୍ଦ୍ରା ଓାର୍କସପ୍‌ ଠାରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ...

Advertisement
Archives

Model This Week