Posted inଜାତୀୟ

ପେନସନ୍‌ ପାଇଁ ଯାଇଥିବା ବରିଷ୍ଠ ନାଗରିକଙ୍କୁ ମିଳିଲା ଡେଥ୍‌ ସାର୍ଟିଫିକେଟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବଦାୟୁ ଜିଲା ଗ୍ରାମପଞ୍ଚାୟତ ସଚିବ ୭ ଜଣ ପେନସନଧାରୀଙ୍କୁ ମୃତ ଘୋଷିତ କରିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭେରିଫିକେଶନ ସମୟରେ ଏଭଳି ଭୁଲ୍‌ ହୋଇଥିବା ଜଣାପଡିଛି। ତେବେ ଉକ୍ତ ୭ ଜଣ ପେନସନଧାରୀ ଏବେ ଏହାକୁ ନେଇ ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି। ଏହା ସାଲାରପୁର ବ୍ଲକ ହୁସେନପୁର ଗାଁର ବୋଲି ଜଣାପଡିଛି। ଯେତେବେଳେ ଏମାନେ ବ୍ୟାଙ୍କରୁ ପେନସନ ଟଙ୍କା ଉଠାଇବାକୁ ଯାଇଥିଲେ ସେତେବେଳେ ସେମାନଙ୍କ ଖାତାକୁ ଟଙ୍କା ଆସି ନ ଥିବା ଜଣାପଡିଥିଲା। ପରେ ଦେଖାଯାଇଥିଲା କି ସେମାନଙ୍କୁ ମୃତ ଘୋଷିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ...

ପ୍ରତିରୋଧକ ଶକ୍ତି ବଢ଼ାଇବ ‘ଆଣ୍ଟି କରୋନା ଟି’

ଓ୍ବାରାଙ୍ଗାଲ,୨୨।୭: ସାରା ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଗତି କରୁଛି। କରୋନା କାଳରେ ଯେଉଁଠି ଲୋକମାନେ ରାସ୍ତା ଉପରେ...

ପେଗାସସ୍‌: ଶାସକଙ୍କ ଅସ୍ତ୍ର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୭: ବିଶ୍ୱବ୍ୟାପୀ ପୁନଶ୍ଚ ଶିରୋନାମା ମଣ୍ଡନ କରିବାରେ ଲାଗିଛି ପେଗାସସ୍‌ ସ୍ପାଏଓ୍ବେର। ଖବରଦାତା, ମାନବାଧିକାର କର୍ମୀ, ବିଜ୍‌ନେସ୍‌ ଏକ୍‌ଜିକ୍ୟୁଟିଭ୍‌, ରାଜନେତାମାନଙ୍କ ଉପରେ ଗୁପ୍ତଚରଗିରି କରିବା ପାଇଁ...

ବିମାନରେ ଜନ୍ମଦିନ ପାଳିଲେ ତେଜସ୍ବି: ଫଟୋ ଭାଇରାଲ

ପାଟନା,୧୧।୧୧: ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବି ଯାଦବ ଏକ ଚାର୍ଟର୍ଡ ବିମାନରେ ଜନ୍ମଦିନ ପାଳିବାର...

ବାରାମୂଳାରୁ ଅଲ-ବଦ୍ରର ୭ ଆତଙ୍କବାଦୀ ଗିରଫ: ଯୋଜନା ଥିଲା ଘାଟିରେ ବଡ ଧରଣର ଆକ୍ରମଣ

ଶ୍ରୀନଗର,୧୩ ।୨: ପୂର୍ବ ପ୍ରକୃତିରୁ ବାହାରି ପାରୁନି ପାକିସ୍ତାନ । ଜମ୍ମୁ-କଶ୍ମୀରରେ ବାରମ୍ବାର ଆକ୍ରମଣ ଯୋଜନା କରି ଚାଲିଛନ୍ତି ପାକିସ୍ତାନ ଆତଙ୍କବାଦୀ । ହେଲେ ଭାରତୀୟ...

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର...

ଭାରତକୁ କରୋନା ମୁକ୍ତ କରିବା ପାଇଁ ୩୬ ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୨୬ା୫: ଖୁବ୍‌ କମ୍‌ ଜଣାଶୁଣା ଆମେରିକାର ଏକ କମ୍ପାନୀ ଲାଣ୍ଡୋମସ୍‌ ରିୟଲ୍‌ଟି ଭେଞ୍ଚର୍ସ ଭାରତରେ ୫ ଶହ ବିଲିୟନ ଡଲାର (୩୬ ଲକ୍ଷ କୋଟିରୁ...

‘ଲୋକଙ୍କୁ ବିଭ୍ରାନ୍ତ କରୁଛି କଂଗ୍ରେସ’

ନୂଆଦିଲ୍ଲୀ,୨୭-୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ନେଇ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳ ଦ୍ୱନ୍ଦ୍ୱ ସୃଷ୍ଟିକରିବା ସହ ଲୋକଙ୍କୁ ବିଭ୍ରାନ୍ତ କରି ରାଜଧାନୀର ବାତାବରଣକୁ ନଷ୍ଟ...

Advertisement
Archives

Model This Week