ପେନସନ ଟଙ୍କାରୁ ସହାୟତା

ସମ୍ବଲପୁର, ୧୯।୪ (ବ୍ୟୁରୋ)- କରୋନା ଭୂତାଣୁକୁ ପ୍ରତିରୋଧ କରିବାକୁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲା ସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରଘୁନାଥ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସେ ୨୩ ହଜାର ଟଙ୍କାର ଚେକ୍‌ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ପ୍ରଦାନ କରିଛନ୍ତି। ୮୦ ବର୍ଷିୟ ରଘୁନାଥ ନିଜ ପେନସନ ଟଙ୍କାରୁ ସଞ୍ଚୟ କରିଥିବା ଅର୍ଥ ଚେକ୍‌ ମାଧ୍ୟମରେ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି: ୪ ବର୍ଷ ହେବ ସ୍ନାତକ କୋର୍ସ, ୭ ବର୍ଷ ପରେ…

ଭୁବନେଶ୍ୱର,୯।୧୧: ୨୦୨୪-୨୫ ଶିକ୍ଷା ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।...

ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ...

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି....

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ...

ଆଇଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ: ଯୋଗାଣ-ଶକ୍ତି ବିଭାଗ ସଚିବ ପଦରୁ ହଟିଲେ…

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ...

ଶ୍ମଶାନରୁ ଜବତ ହେଲା ପୂର୍ବତନ ବିଧାୟକଙ୍କ ସ୍ତ୍ରୀଙ୍କ ମୃତଦେହ, ବୋହୂଙ୍କୁ ନେଇ ବଢ଼ୁଛି ସନ୍ଦେହ 

ଭୁବନେଶ୍ୱର,୧୧।୯: ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ହାଇଡ୍ରାମା  ଦେଖିବାକୁ ମିଳିଛି। ଅର୍ଦ୍ଧଦଗ୍ଧ ମୃତଦେହକୁ ନେଇ ସନ୍ଦେହ ବଢ଼ୁଛି। ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ସବୁଠୁ...

ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି।...

ଆମ୍ବଟାକୁଆ ଜାଉ ଖାଇ ଗୁରୁତରଙ୍କ ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଲେ ୩

ଦାରିଙ୍ଗବାଡ଼ି,୯ା୧୧(ଅରୁଣ ସାହୁ): ରାଜ୍ୟରେ ଚହଳ ପକାଇଥିବା ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୬ ଜଣ ବ୍ରହ୍ମପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri