Posted inଖେଳ

ପେସାଦାର ପ୍ରଦର୍ଶନ ନ କରିବାରୁ ସୁଆରେଜ ଦଣ୍ଡିତ

ନ୍ୟୁୟର୍କ,୩୦।୮: ୟୁଏସ୍‌ ଓପନ ଟୁର୍ନାମେଣ୍ଟ ପକ୍ଷରୁ କାର୍ଲା ସୁଆରେଜ ନାଭାରୋଙ୍କୁ ଗୁରୁବାର ଦଣ୍ଡିତ କରାଯାଇଛି। ସେ ପ୍ରଥମ ରାଉଣ୍ଡ ପରଫର୍ମାନ୍ସ ନିୟମ ଭଙ୍ଗ କରିଛନ୍ତି। ୩୦ ବର୍ଷୀୟା ସ୍ପାନିଶ ଖେଳାଳି ପ୍ରଥମ ରାଉଣ୍ଡରେ ତିମେଆ ବାବସଙ୍କଠାରୁ ପ୍ରଥମ ସେଟ୍‌ ୬-୨ ବ୍ୟବଧାନରେ ହାରିବା ପରେ ପିଠି ଜନିତ ସମସ୍ୟା ଦର୍ଶାଇ ମ୍ୟାଚ୍‌ରୁ ଓହରିଯାଇଥିଲେ। ସୁଆରେଜଙ୍କ ପ୍ରଦର୍ଶନର ସମୀକ୍ଷା ପରେ ସେ ପେସାଦର ଭଳି ଖେଳି ନ ଥିବା ମେଡିକାଲ ଷ୍ଟାଫ୍‌ ଓ ଗ୍ରାଣ୍ଡସ୍ଲାମ୍‌ ସୁପରଭାଇଜର୍ସ ରିପୋର୍ଟ ଦେଇଥିଲେ। ଏଥିଯୋଗୁ ତାଙ୍କୁ ୪୦ହଜାର ଆମେରିକୀୟ ଡଲାର ପୁରସ୍କାର ରାଶି ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚ୍‌ରେ ୯ ଉଇକେଟ୍‌ ନେଇ ହଇଚଇ ସୃଷ୍ଟି କରିଥିଲେ ଏହି ବୋଲର୍‌

ଭାରତୀୟ ପେସର୍‌ ମହମ୍ମଦ ଶାମି ଆଜି ତାଙ୍କର ୩୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଇଂଲଣ୍ଡ ଗସ୍ତରେ ଟିମ ଇଣ୍ଡିଆ ସହିତ ଥିବା ଶାମି ତାଙ୍କ...

ଯୁବିଙ୍କ ଟି୧୦ ପଦାର୍ପଣ

ଦୁବାଇ,୧୬।୧୧- ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଦୁବାଇ ପ୍ରିମିୟର ଟି୧୦ର ତୃତୀୟ ସଂସ୍କରଣରେ ଖେଳି ଶୁକ୍ରବାର ଟି୧୦ ଫମାର୍ଟରେ କ୍ୟାରିୟର ଆରମ୍ଭ କରିଛନ୍ତି।...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି ।...

ଖୋଲିବ କ୍ରୀଡ଼ାବିତ୍‌ଙ୍କ ଭାଗ୍ୟ

କାମାକ୍ଷାନଗର, ୧୮।୩ (ଡି.ଏନ.ଏ.):  ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କ ପେଣ୍ଠସ୍ଥଳ ଓଡ଼ିଶାର ଗ୍ରାମାଞ୍ଚଳ। ହେଲେ ସମସ୍ତଙ୍କୁ ମିଳୁନି ପ୍ରତିଭା ପ୍ରଦର୍ଶନର ସୁଯୋଗ। ଲୋକଲୋଚନକୁ ଆସି ନ ପାରି ଲୁଚି...

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି...

ଭାରତୀୟ କ୍ରିକେଟ୍‌ ଦଳର ଦୋଣାଚାର୍ଯ୍ୟ କିଏ ଜାଣନ୍ତି କି

ବ୍ରିସବେନ୍‌,୨୦।୧: ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରି ସିରିଜ୍‌ ୨-୧ରେ ଜିତିଛି।...

ଆଇପିଏଲ୍‌ରେ କୋଭିଡ୍‌ର କଳାବାଦଲ: ବିଦେଶୀ ଖେଳାଳିଙ୍କୁ ପଠାଇବା ବ୍ୟବସ୍ଥା କରିବ ବିସିସିଆଇ

ନୂଆଦିଲ୍ଲୀ/ମେଲବୋର୍ନ,୨୮ା୪(ପି.ଟି.)-ଭାରତରେ କୋଭିଡ୍‌ର ଦ୍ୱିତୀୟ ଲହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ହାରରେ ବୃଦ୍ଧି ପାଉଥିବାରୁ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଂଶଗ୍ରହଣ କରିବାକୁ ଆସିଥିବା...

୬୭ ବର୍ଷ ଭିତରେ କେବଳ ଏହି ୨ ଜଣ ହିନ୍ଦୁ ଖେଳାଳି ପାକିସ୍ତାନ ପାଇଁ କ୍ରିକେଟ ଖେଳିଛନ୍ତି

କରାଚି,୨୭।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେକ ଖେଳାଳି...

Advertisement
Archives

Model This Week