Posted inଖେଳ

ପେସାରେ କ’ଣ କରନ୍ତି ଏହିସବୁ କ୍ରିକେଟଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟରଙ୍କ ସ୍ତ୍ରୀଙ୍କ ବ୍ୟକ୍ତିଗତ ଜୀବନ ଅଧିକାଂଶ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ତେବେ ଆସନ୍ତୁ ଜାଣିବା କିଛି କ୍ରିକେଟରଙ୍କ ସ୍ତ୍ରୀ ପେସାରେ କ’ଣ କରନ୍ତି।

କୋହଲି-ଅନୁଷ୍କା
ଭାରତୀୟ ଅଧିନାୟକ ବିରାଟ କୋହଲି ବିଷୟରେ ତ କହିବା ଆବଶ୍ୟକ ନାହିଁ। ତାଙ୍କ ସ୍ତ୍ରୀ ଅନୁଷ୍କା ବଲିଉଡର ଜଣେ ସଫଳ ଅଭିନେତ୍ରୀ ଭାବେ ପରିଚିତ।

ରୋହିତ ଶର୍ମା-ରିତିକା
ରୋହିତ ଶର୍ମାଙ୍କ ସ୍ତ୍ରୀ ରିତିକା ଜଣେ ସ୍ପୋର୍ଟସ ମ୍ୟାନେଜର ଭାବେ କାମ କରନ୍ତି।

ଧୋନୀ-ସାକ୍ଷୀ
ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ହୋଟେଲ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ କରିଛନ୍ତି। ବିବାହ ପରେ ସେ ଚାକିରି କରି ନ ଥିଲେ।

ଶିଖର ଧାୱନ-ଆୟେଶା ମୁଖାର୍ଜୀ
ଶିଖର ଧାଓ୍ବନଙ୍କୁ ବିବାହ କରିବା ପୂର୍ବରୁ ଆୟେଶା ଅଷ୍ଟ୍ରେଲିଆର ଜଣେ ପେଶାଦାର୍‌ ବକ୍ସର ଥିଲେ।

ଦିନେଶ କାର୍ତ୍ତିକ-ଦୀପିକା ପଲିକଲ
ଦିନେଶ କାର୍ତ୍ତିକଙ୍କ ସ୍ତ୍ରୀ ଦୀପିକା ଜଣେ ଭାରତୀୟ ସ୍କ୍ବାସ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri