Posted inଜାତୀୟ

ପୈତୃକ ଗ୍ରାମର ୨ ହଜାର ପରିବାରକୁ ଦିଆଯିବ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର: ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ୍‌, ୨୩।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ(କେସିଆର୍‌) ନିଜ ପୈତୃକ ଗ୍ରାମ ଚିନ୍ତାମଡାକାର ରହୁଥିବା ୨ ହଜାର ପରିବାରକୁ ୧୦-୧୦ ଲକ୍ଷ ଟଙ୍କା ଲେଖାଏଁ ପୁରୁସ୍କାର ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହି ଟଙ୍କାରେ ଯାହା ଇଚ୍ଛା ଗ୍ରାମବାସୀ ତାହା କିଣିପାରିବେ ବୋଲି କେସିଆର୍‌ କହିଛନ୍ତି। ଚିନ୍ତାମଡାକାରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ଏହି ଗାଁରେ ଜନ୍ମ ନେଇଛି। ଗାଁରେ ବାସ କରୁଥିବା ୨ ହଜାର ପରିବାରକୁ ଲାଭାନ୍ବିତ କରିବା ମୋର ଲକ୍ଷ୍ୟ। ଖୁବଶିଘ୍ର ଏହି ରାଶିକୁ ମଞ୍ଜୁରୀ ଦିଆଯିବ ବୋଲି କେସିଆର କହିଛନ୍ତି। ସୂଚନାଯୋଗ୍ୟ, କେସିଆରଙ୍କ ପକ୍ଷରୁ କରାଯାଇଥିବା ଏହି ଘୋଷଣା ଦ୍ୱାରା ରାଜ୍ୟ ରାଜଷ୍ବରୁ ଅତିରିକ୍ତ ୨ ହଜାର କୋଟି ଟଙ୍କା ବୋଝ ପଡିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିକଟରେ ହେବ ଭାଜପାର ଅନ୍ତ: ଶିବସେନା

ମୁମ୍ବାଇ,୨ ।୮:  ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ପ୍ରସାଦ ଲାଡ ଶିବସେନା ଭବନ ଭାଙ୍ଗିବା କଥା କହିବାକୁ ନେଇ ଏବେ ରାନୈତିକ ଝଡ ସୃଷ୍ଟି...

ଆର୍ଥିକ ପ୍ୟାକେଜର ତୃତୀୟ ପର୍ଯ୍ୟାୟରେ କୃଷିକୁ ଦିଆଗଲା ଗୁରୁତ୍ୱ

ନୂଆଦିଲ୍ଲୀ,୧୫।୫: କରୋନା ସଙ୍କଟ ସମୟରେ ବିଗିଡି ଯାଇଥିବା ଅର୍ଥ ବ୍ୟବସ୍ଥାକୁ ସଜାଡିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭରଶୀଳ ଭାରତ ଅଭିଯାନର ଘୋଷଣା କରିଥିଲେ। ଏଥିରେ ପ୍ରଧାନମନ୍ତ୍ରୀ...

୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ...

ବିକ୍ରମ ଲ୍ୟାଣ୍ଡିଂ ସାଇଟ୍‌ର ଫଟୋ ପଠାଇବ ନାସା

ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ...

ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ପ୍ରସ୍ତୁତ !

ନୂଆଦିଲ୍ଲୀ,୫।୧: କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ଗାନ୍ଧୀ ପ୍ରସ୍ତୁତି ଆରମ୍ଭ କରିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦଳରେ ଦୀର୍ଘ ଦିନ...

କରୋନାର ତୃତୀୟ ଲହରକୁ ଲୋକେ ମୌସୁମୀ ଅପଡେଟ୍ ଭଳି ନେଉଛନ୍ତି: ଲଭ ଅଗ୍ରୱାଲ

ନୂଆଦିଲ୍ଲୀ,୧୩ ।୭: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ମଙ୍ଗଳବାର କହିଛନ୍ତି ଲୋକେ କରୋନାର ତୃତୀୟ ଲହରୀକୁ ମୌସୁମୀର ଅପଡେଟ୍ ଭଳି ଗ୍ରହଣ...

କେରଳ ବିମାନ ଦୁର୍ଘଟଣା: ଜଣେ ମୃତକ କରୋନା ପଜିଟିଭ୍‌, ଉଦ୍ଧାରକାରୀ ଦଳର କରାଯିବ ଟେଷ୍ଟ

କୋଝିକୋଡ଼,୮।୮: କେରଳ ବିମାନ ବନ୍ଦରରେ ଶୁକ୍ରବାର ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୮ଜଣଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କ ମଧ୍ୟରେ ଜଣଙ୍କ ରିପୋର୍ଟ କରୋନା...

କରୋନା ଯୋଦ୍ଧାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ସରକାର

ଭୋପାଳ,୧୪।୫: କରୋନା ଭାଇରସ୍‌ ମହାମାରୀ ଭିତରେ ନିଜ ଜୀବନକୁ ବାଜି ଲଗାଇ ଖବର ସଂଗ୍ରହ କରି ଲୋକଙ୍କ ପାଖରେ ଖବର ପହଞ୍ଚାଉଥିବା ସାମ୍ବାଦିକଙ୍କ ଚିନ୍ତା ଏବେ...

Advertisement
Archives

Model This Week