ପୋକତୁଙ୍ଗାରେ କାଳବୈଶାଖୀ: ଉଡ଼ିଗଲା ଚାଳ ଓ ଛପର

ବନ୍ତଳା,୨୦।୫(ଡି.ଏନ.ଏ.)- ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ରବିବାର ରାତିରେ କାଳବୈଶାଖୀ ହୋଇଥିଲା। ଏଥିରେ ଗ୍ରାମର କେତେକ ପକ୍କା ଓ ମାଟି ଘର ଛପର ଭାଙ୍ଗିଯାଇଛି। ଏଥିସହିତ ବ୍ୟାପକ କଦଳୀ ଗଛ ମଧ୍ୟ ନଷ୍ଟ ହୋଇଛି। ସେହିପରି ଗ୍ରାମର ବିଜୁ ପ୍ରଧାନଙ୍କ ଆଜବେଷ୍ଟ ଉଡାଇ ନେବା ସହିତ ଡଲି ବାରିକଙ୍କ ଘର ଭାଙ୍ଗି ଯାଇଥିବା ଜଣାପଡ଼ିଛି। ବନ୍ତଳା ଛକରେ ୪ଟି କେବିନ ଉଡାଇ ନେବା ସହିତ କଲେଜ ନିକଟରେ ୩ଟି ବିଦ୍ୟୁତ୍‌ ଖୁଣ୍ଟା ଭାଙ୍ଗିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri