ଛତ୍ରପୁର, ୨୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡ଼ାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଏବେ ଦୁର୍ଦ୍ଦିନରେ ଗତି କରୁଛନ୍ତି। କାଜୁ ଗଛ ଉପରେ ନିର୍ଭର କରି ସେମାନେ ଚଳିଥାନ୍ତି। ମାତ୍ର ଟି ପୋକ ଲାଗି ୫୨ ହଜାର କାଜୁ ଗଛର ବଉଳ ଓ ପତ୍ର ନଷ୍ଟ ହୋଇଯାଇଛି। ଫଳରେ ଏମାନଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି।
ମାସକ ପୂର୍ବେ କାଜୁ ଗଛରେ ପୋକ ଲାଗିଥିବା ନେଇ ଉଦ୍ୟାନ ବିଭାଗ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହେଲେ ଲକ୍ଡାଉନ ଆଳ ଦେଖାଇ କିଛି ପ୍ରତିଷେଧକ ବ୍ୟବସ୍ଥା କରାଯାଇ ନ ଥିଲା। ଗ୍ରାମବାସୀ ମିଳିତ ଉଦ୍ୟମ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ଏନେଇ ବର୍ତ୍ତମାନ ଗଞ୍ଜାମ ଜ଼ିଲାପାଳଙ୍କ ଦୃଷ୍ଟିଆକର୍ଷଣ କରାଯାଇଛି। ସରକାରୀ ନିୟମ ପ୍ରକାରେ ଆର୍ଥିକ ସହାୟତା ପ୍ରଦାନ ପାଇଁ ମିତ ସଂଗଠନର ସଭାପତି ଜଗବନ୍ଧୁ ଶବର ଦାବି କରିଛନ୍ତି ।
ପୋକ ଲାଗି କାଜୁଗଛର ବଉଳ, ପତ୍ର ନଷ୍ଟ : ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର, ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ
ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ
ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ…
ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…
Archives

