ପୋଖରୀକୁ ଭୁଶୁଡ଼ିଲା ଗାର୍ଡଓ୍ବାଲ

ବାସୁଦେବପୁର,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଲବଗାସ୍ଥିତ ଝାଡ଼େଶ୍ୱର ମହାଦେବଙ୍କ ପୋଖରୀ ଗାର୍ଡଓ୍ବାଲ ଭୁଶୁଡ଼ି ପଡ଼ିଛି। ଏହି ପୋଖରୀରେ ଗତ କିଛିମାସ ତଳେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ ହଠାତ୍‌ ଭାଙ୍ଗି ପଡ଼ିଛି। ଏହି ଗାର୍ଡ଼ଓ୍ବାଲ ପଞ୍ଚାୟତ ପାଣ୍ଠିରୁ ନିର୍ମାଣ ହୋଇଥିବା ସୂଚନା ମିଳିଛି। ଅତ୍ୟନ୍ତ ନିମ୍ନମାନର ହୋଇଥିବାରୁ ଏହା ଭୁଶୁଡ଼ି ପଡ଼ିଥିବା ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ ଉଠାଇଛନ୍ତି। ଏ ସମ୍ପର୍କରେ ବ୍ରାହ୍ମଣଗଁା ପଞ୍ଚାୟତ ନିର୍ବାହୀ ଅଧିକାରୀ ମାୟାଧର ଗିରିଙ୍କୁ ପଚାରିବାରୁ ଉକ୍ତ ଗାର୍ଡଓ୍ବାଲ ମାଟି ପୋତୁଥିବା ଏକ ଡ୍ରୋଜର ଧକ୍କା ଦେବାରୁ ଭୁଶୁଡ଼ି ପଡ଼ିଛି ବୋଲି କହିଛନ୍ତି। ତେବେ ଏହି ଘଟଣାର ତଦନ୍ତ କରାଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀ ଯୁଗଳଙ୍କୁ ଗଛରେ ବାନ୍ଧି ପିଟିଲେ

ନୀଳଗିରି ,୩୦ା୫(ସ୍ବ.ପ୍ର) : ପରକିୟା ପ୍ରୀତି ଧରାପଡ଼ିବାରୁ ବିବାହିତ ପ୍ରେମୀ ଯୁଗଳଙ୍କୁ ଲୋକେ ଗଛରେ ବାନ୍ଧି ମାଡ଼ ମାରିବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର...

ବଜ୍ରପାତରେ ୪ ଗୋରୁ ମୃତ

କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ରାଇକଳା ପଞ୍ଚାୟତ ସଣ୍ଡିଆପୋଷି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଭଦ୍ରୁ ନାଏକଙ୍କର ୩ଟି ଗାଈ ଏବଂ ଶରତ...

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍‌ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ...

ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ...

ମେଣ୍ଟିପାରୁନି ପାହାଡ଼ତଳି ବାସିନ୍ଦାଙ୍କ ଶୋଷ

ଖଇରା, ୭।୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶାରୀଶୁଆ ପାହାଡ ପାଦଦେଶରେ ଥିବା ପଞ୍ଚାୟତଗୁଡିକରେ ପାନୀୟଜଳ ସମସ୍ୟା ବହୁ ପୁରୁଣା। ପଥୁରିଆ ଅଞ୍ଚଳ...

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା...

ଆମ୍ବତୁମ୍ବା ଅଞ୍ଚଳରେ ୧୪ ଶିମିଳିପାଳ ହାତୀ

ଜଳେଶ୍ୱର, ୨୪।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ରେଞ୍ଜ ଅଧୀନରେ ଥିବା କର୍ମଚାରୀମାନେ ବାରମ୍ବାର ହାତୀ ଘଉଡ଼ାଉଥିଲେ ମଧ୍ୟ ସେମାନେ ପୁନର୍ବାର ଏହି ଅଞ୍ଚଳକୁ ଫେରିଆସୁଛନ୍ତି। ମୟୂରଭଞ୍ଜ ଓ...

ମାଙ୍କଡା ଖୋଳିବାରୁ ପାଣି ନାଳ ନଷ୍ଟ

ଖଇରା, ୮।୧(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ରଟିଣା ବାଲିଶାସନ ନିକଟରେ କେତେଜଣ ବ୍ୟକ୍ତି ମାଙ୍କଡା ଓ ମୋରମ ଖୋଳିବା...

Advertisement
Archives

Model This Week