ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ଘଟଣା: ସନ୍ଧାନୀ କୁକୁରକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଗଞ୍ଜାମ,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି କଳାଯମୁନା ଗ୍ରାମ ନିକଟସ୍ଥ ଏକ କୁକୁଡ଼ା ଫାର୍ମ ସମ୍ମୁଖ ଏକ ପୋଖରୀରୁ ୧୭ ତାରିଖରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ସେ ଶ୍ରୀ ସାଇ ସରସ୍ବତୀ ବିଦ୍ୟାମନ୍ଦିର ନବମ ଶ୍ରେଣୀ ଛାତ୍ର ଶକ୍ତିପ୍ରସାଦ ତ୍ରିପାଠୀ (୧୪)ବର୍ଷ ବୋଲି ମୃତଙ୍କ ଅଜା ନିରଞ୍ଜନ ତ୍ରିପାଠୀ ମୃତଦେହ ଚିହ୍ନଟ କରିଥିଲେ l ତାଙ୍କୁ ହତ୍ୟା କରାଯାଇଥିବା ମୃତଛାତ୍ରଙ୍କ ଅଜା ଅଭିଯୋଗ କରିଥିଲେ। ପରେ ରମ୍ଭା ପୋଲିସ ୪/୨୦ରେ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା l
ଶନିବାର ସାଇଣ୍ଟିଫିକ ଟିମ୍‌ ସନ୍ଧାନୀ କୁକୁର ନେଇ ତଦନ୍ତ କରିଛି। ଶ୍ରୀ ସାଇ ସରସ୍ବତୀ ବିଦ୍ୟାମନ୍ଦିର ମୁଖ୍ୟ ପରିଚାଳକଙ୍କୁ ନେଇ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରିଛି l ଏହି ସମୟରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ରମ୍ଭା ଥାନା ଆଇଆଇସି କୃଷ୍ଣ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri