ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୧୬।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାଟଡିହୀ ବଣିଆସାହି ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରଞ୍ଜନ ସାହୁ(୪୦)। ବୁଧବାର ସନ୍ଧ୍ୟାରୁ ସେ ନିଖୋଜ ଥିଲେ। ଗୁରୁବାର ସକାଳୁ ତାଙ୍କ ମୃତଦେହ ନିକଟସ୍ଥ ପୋଖରୀରେ ଭାସୁଥିବା ଲୋକେ ଦେଖିଥିଲେ। ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ସହ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri