ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୧୬।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାଟଡିହୀ ବଣିଆସାହି ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରଞ୍ଜନ ସାହୁ(୪୦)। ବୁଧବାର ସନ୍ଧ୍ୟାରୁ ସେ ନିଖୋଜ ଥିଲେ। ଗୁରୁବାର ସକାଳୁ ତାଙ୍କ ମୃତଦେହ ନିକଟସ୍ଥ ପୋଖରୀରେ ଭାସୁଥିବା ଲୋକେ ଦେଖିଥିଲେ। ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ସହ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ

କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି।...

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ...

ଏଏମ୍‌ଏନ୍‌ଏସ୍‌ କମ୍ପାନୀ ଫାଟକ ଆଗରେ ଧାରଣା

ପାରାଦୀପ,୯।୧୨(ସ୍ବ.ପ୍ର.): ପାରାଦୀପର ଏଏମ୍‌ଏନ୍‌ଏସ୍‌ (ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ) କମ୍ପାନୀର ମୁଖ୍ୟ ଫାଟକ ଆଗରେ ବୁଧବାର ୪ ଜଣ ଠିକା ଶ୍ରମିକଙ୍କ ପରିବାର ଧାରଣା ଦେଇଥିଲେ।...

ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ...

ମାନସିକ ନିର୍ଯାତନାର ଶିକାର ନର୍ସଙ୍କ ଜୀବନଗଲା, ସାଧାରଣରେ ଉତ୍ତେଜନା

ପାରାଦୀପ,୧୩ା୩(ସ୍ବ.ପ୍ର.): ପାରାଦୀପ ପୋର୍ଟ ହସ୍ପିଟାଲରେ ଗତବର୍ଷ ଅଗଷ୍ଟ ୯ରୁ ଘଟିଥିବା ଅସଦାଚରଣ ଘଟଣାର ଦୁଃଖଦ ଖବର ମିଳିଛି। ନିର୍ଯାତନାର ଶିକାର ନର୍ସଙ୍କ ମଧ୍ୟରୁ ରବିବାର ପ୍ରତ୍ୟୁଷରୁ...

ମଦନପୁର କଟ୍‌ ହେଲେ ବନ୍ୟା ନିୟନ୍ତ୍ରଣ ହେବ

ପଟ୍ଟାମୁଣ୍ଡାଇ, ୪ା୧୦(ସ୍ବ.ପ୍ର.): ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାକୁ ଭିତରକନିକା ଜାତୀୟ ଉଦ୍ୟାନ ଦେଶ, ବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। କେନ୍ଦ୍ରାପଡ଼ାରେ ପ୍ରତିଷ୍ଠିତ ବଳଦେବ ଜୀଉ ପାୱାର...

ସମସ୍ତଙ୍କ ସହଯୋଗରେ ରୋକାଯାଇପାରିବ ହାତୀ ମୃତ୍ୟୁ

କେନ୍ଦୁଝର,୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇଯାଇଛି। କେନ୍ଦୁଝର ଜିଲାରେ ହାତୀଙ୍କ ଚଳପ୍ରଚଳ ଅନ୍ୟ ଜିଲା ଅପେକ୍ଷା...

ଋଣ କରାଇଦେବା ନଁ। ରେ ଠକେଇ: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଭଦ୍ରକ ଅଫିସ, ୧୨।୧୦- ନାବାର୍ଡ ଭଳି ସରକାରୀ ସଂସ୍ଥାରୁ ଋଣ କରାଇଦେବେ ବୋଲି କହି ବିଭିନ୍ନ ମହିଳା ସଂଘଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଏକ...

Advertisement
Archives

Model This Week